Matthew 20:31 — Compare Translations

7 translations compared side by side

Odia - 1840
"ଲୋକେ ସମାନଙ୍କେୁ ଧମକ ଦଇେ ଚୁପ୍ ରହିବାକୁ କହିଲେ। କିନ୍ତୁ ଅନ୍ଧ ଦୁଇଜଣ ଅଧିକରୁ ଅଧିକ ପାଟି କରି କହିଲେ, ହେ ପ୍ରଭୁ, ହେ ଦାଉଦଙ୍କ ପୁତ୍ର, ଆମ୍ଭ ଉପରେ ଦୟାକର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଲୋକସମୂହ ସେମାନଙ୍କୁ ତୁନି ହେବା ପାଇଁ ଧମକ ଦେଲେ, କିନ୍ତୁ ସେମାନେ ଆହୁରି ଉଚ୍ଚ ସ୍ଵର କରି କହିଲେ, ହେ ପ୍ରଭୁ, ଦାଉଦ-ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକେ ସେମାନଙ୍କୁ ଧମକ ଦେଇ ତୁନି ହେବାକୁ କହିଲେ। କିନ୍ତୁ ସେମାନେ ଆହୁରି ପାଟି କରି କହିଲେ, “ହେ ଦାଉଦ ସନ୍ତାନ! ଆମକୁ ଦୟା କରନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ଲୋକେ ସେମାନଙ୍କୁ ଧମକ ଦେଇ ‌‌‌‌‌‌‌‌‌‌ଚୁପ୍‌‌‌‌‌‌‌‌‌ ରହିବାକୁ କହିଲେ। କିନ୍ତୁ ଅନ୍ଧ ଦୁଇଜଣ ଅଧିକରୁ ଅଧିକ ପାଟି କରି କହିଲେ, “ହେ ପ୍ରଭୁ, ହେ ଦାଉଦଙ୍କ ପୁତ୍ର, ଆମ୍ଭ ଉପରେ ଦୟାକର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଲୋକସମୂହ ସେମାନଙ୍କୁ ତୁନି ହେବା ପାଇଁ ଧମକ ଦେଲେ, କିନ୍ତୁ ସେମାନେ ଆହୁରି ଉଚ୍ଚସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଲୋକସମୂହ ସେମାନଙ୍କୁ ତୁନି ହେବା ପାଇଁ ଧମକ ଦେଲେ, କିନ୍ତୁ ସେମାନେ ଆହୁରି ଉଚ୍ଚ ସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾನಿ ತೆಂಕಾ ಜೊರ್ ಕರುನ್ “ಗಪ್ ರ್‍ಹಾವಾ.” ಮಟ್ಲ್ಯಾನಿ. ಖರೆ ತೆನಿ ಅನಿ ಉಲ್ಲೆ ಜೊರಾನಿ, “ಧನಿಯಾ, ದಾವಿದಾಚ್ಯಾ ಲೆಕಾ ಅಮ್ಚೆ ವರ್‍ತಿ ದಯಾ ದಾಕ್ವು!” ಮನುನ್ ಬೊಬ್ ಮಾರ್‍ಲ್ಯಾನಿ.