Matthew 20:32 — Compare Translations
7 translations compared side by side
Odia - 1840
"ଯୀଶୁ ରହିଗଲେ, ଦୁଇଜଣଙ୍କୁ ଡାକିଲେ ଓ ସମାନଙ୍କେୁ କହିଲେ, ମୁଁ ତୁମ୍ଭମାନଙ୍କ ପାଇଁ କ'ଣ କରିବି ବୋଲି ତୁମ୍ଭେ ଚାହୁଁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ଠିଆ ହୋଇ ସେମାନଙ୍କୁ ଡାକି ପଚାରିଲେ, ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେଠାରେ ଠିଆହୋଇ ସେମାନଙ୍କୁ ଡ଼ାକି ପଚାରିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କ’ଣ କରିବି ବୋଲି ଚାହୁଁଛ?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ରହିଗଲେ, ଦୁଇଜଣଙ୍କୁ ଡାକିଲେ ଓ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କ’ଣ କରିବି ବୋଲି ତୁମ୍ଭେ ଗ୍ଭହୁଁଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ଠିଆ ହୋଇ ସେମାନଙ୍କୁ ଡାକି ପଚାରିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ଠିଆ ହୋଇ ସେମାନଙ୍କୁ ଡାକି ପଚାରିଲେ, ମୁଁ ତୁମ୍ଭମାନଙ୍କ ପାଇଁ କ'ଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜು ಇಬೆ ರ್ಹಾಲೊ ಅನಿ ತೆಂಕಾ ಬಲ್ವುನ್, “ಮಿಯಾ ತುಮ್ಚ್ಯಾಸಾಟ್ನಿ ಕಾಯ್ ಕರುಚೆ?” ಮನುನ್ ಇಚಾರ್ಲ್ಯಾನ್.