Matthew 20:6 — Compare Translations

7 translations compared side by side

Odia - 1840
"ପ୍ରାୟ ପାଞ୍ଚଟା ବେଳେ ସେ ଘରୁ ଯାଇ ବଜାର ରେ ଦେଖିଲେ ଯେ କେତକେ ଲୋକ ଠିଆ ହାଇେଛନ୍ତି। ସେ ସମାନଙ୍କେୁ ପଚାରିଲେ, 'ତୁମ୍ଭମାନେେ ଦିନସାରା କିଛି କାମ ନକରି ଏଠା ରେ ଏମିତି କାହିଁକି ଠିଆ ହାଇେଛ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରାୟ ପାଞ୍ଚଟା ସମୟରେ ସେ ବାହାରିଯାଇ ଆଉ କେତେକ ଜଣଙ୍କୁ ଠିଆ ହୋଇଥିବା ଦେଖି ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ଏଠାରେ ଦିନଯାକ ନିଷ୍କର୍ମା ହୋଇ ଠିଆ ହୋଇଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ଉପରଓଳି ପାଞ୍ଚଟାବେଳେ ଆଉ ଥରେ ବଜାରକୁ ଯାଇ ଦେଖିଲା, ଆଉ କେତେଜଣ ଠିଆ ହୋଇଛନ୍ତି। ସେମାନଙ୍କୁ ପଚାରିଲା, ‘ଦିନସାରା କାମ ନ କରି କାହିଁକି ଏଠାରେ ସମୟ ନଷ୍ଟ କରୁଛ?’
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାୟ ପାଞ୍ଚଟା ବେଳେ ସେ ଘରୁ ଯାଇ ବଜାରରେ ଦେଖିଲେ ଯେ କେତେକ ଲୋକ ଠିଆ ହୋଇଛନ୍ତି। ସେ ସେମାନଙ୍କୁ ପଗ୍ଭରିଲେ, ‘ତୁମ୍ଭେମାନେ ଦିନସାରା କିଛି କାମ ନ କରି ଏଠାରେ ଏମିତି କାହିଁକି ଠିଆ ହୋଇଛ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରାୟ ପାଞ୍ଚଟା ସମୟରେ ସେ ବାହାରିଯାଇ ଆଉ କେତେକ ଜଣଙ୍କୁ ଠିଆ ହୋଇଥିବା ଦେଖି ସେମାନଙ୍କୁ ପଚାରିଲେ, ‘ତୁମ୍ଭେମାନେ କାହିଁକି ଏଠାରେ ଦିନଯାକ ନିଷ୍କର୍ମା ହୋଇ ଠିଆ ହୋଇଅଛ?’
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରାୟ ପାଞ୍ଚଟା ସମୟରେ ସେ ବାହାରିଯାଇ ଆଉ କେତେକ ଜଣଙ୍କୁ ଠିଆ ହୋଇଥିବା ଦେଖି ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ଏଠାରେ ଦିନଯାକ ଖାଲିରେ ଠିଆ ହୋଇଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾದಾರನ್ ಪಾಚ್ ಘಂಟ್ಯಾಕ್ ತೊ ಅನಿ ಎಗ್ದಾ ಬಾಜಾರಾತ್ ಗೆಲೊ ಅನಿ ಕಾಯ್ಬಿ ಕಾಮ್ ನಸ್ತಾನಾ ಇಬೆ ಹೊತ್ತ್ಯಾ ಅನಿ ಉಲ್ಲ್ಯಾಸ್ಯಾ ಲೊಕಾಕ್ನಿ ತೆನಿ ಬಗಟ್ಲ್ಯಾನ್. ಅನಿ ತೆಂಕಾ, ದಿಸ್ ಬರ್ ಕಾಮ್ ಕರಿನಸ್ತಾನಾ ಕಶ್ಯಾಕ್ ಎಳ್ ಹಾಳ್ ಕರುಕ್ ಲಾಗ್ಲ್ಯಾಶಿ ತುಮಿ? ಮನುನ್ ಇಚಾರ್‍ಲ್ಯಾನ್.