Matthew 20:9 — Compare Translations

7 translations compared side by side

Odia - 1840
" ଯେଉଁମାନେ ପାଞ୍ଚଟା ବେଳେ ଆସିଥିଲେ, ସମାନେେ ମଜୂରୀ ନବୋକୁ ଆସିଲେ। ପ୍ରେତ୍ୟକକ ଶ୍ରମିକ ଗୋଟିଏ କରି ରେ ୗପ୍ୟମୁଦ୍ରା ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ, ସେମାନେ ଆସି ଆଠ ଅଣା ଲେଖାଏଁ ପାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ସର୍ବପ୍ରଥମେ କାମରେ ଯୋଗ ଦେଇଛନ୍ତି, ସେମାନଙ୍କ ମଜୁରୀ ଶେଷରେ ଦିଅ। ଉପରଓଳି ପାଞ୍ଚଟାରେ ଯେଉଁମାନେ କାମରେ ଯୋଗ ଦେଇଥିଲେ, ସେମାନେ ପ୍ରତ୍ୟେକ ଗୋଟିଏ ଗୋଟିଏ ରୌପମୁଦ୍ରା ପାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁମାନେ ପାଞ୍ଚଟା ବେଳେ ଆସିଥିଲେ, ସେମାନେ ମଜୁରୀ ନେବାକୁ ଆସିଲେ। ପ୍ରତ୍ୟେକ ଶ୍ରମିକ ଗୋଟିଏ କରି ରୌପ୍ୟମୁଦ୍ରା ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ, ସେମାନେ ଆସି ଏକ ଦିନର ମୂଲ ଲେଖାଏଁ ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ, ସେମାନେ ଆସି ଏକ ଦିନର ମୂଲ ଲେଖାଏଁ ପାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾಚ್ ಘಂಟ್ಯಾಕ್ ಕಾಮಾಕ್ ಯೆವ್ನ್ ಲಾಗಲ್ಲ್ಯಾಕ್ನಿ ಸೈತ್ ಎಕ್ ಚಾಂದಿಚೊ ಪೈಸೊಚ್ ಮಜುರಿ ಗಾವ್ಲಿ.