Matthew 21:10 — Compare Translations

7 translations compared side by side

Odia - 1840
"ଯୀଶୁ ଯେତବେେଳେ ୟିରୁଶାଲମ ରେ ପ୍ରବେଶ କଲେ, ସେତବେେଳେ ସାରା ନଗର ରେ ଚହଳ ପଡ଼ିଗଲା। ଲୋକେ ପଚ଼ାରିଲେ, ଏ ଲୋକଟି କିଏ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଯିରୂଶାଲମରେ ପ୍ରବେଶ କରନ୍ତେ, ନଗରଯାକ ଏ କିଏ ବୋଲି ଚହଳ ପଡ଼ିଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଯିରୂଶାଲମରେ ପହଞ୍ôଚବାକ୍ଷଣି ସେଠାରେ ଚହଳ ପଡ଼ିଗଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଯେତେବେଳେ ଯିରୁଶାଲମରେ ପ୍ରବେଶ କଲେ, “ସେତେବେଳେ ସାରା ନଗରରେ ଚହଳ ପଡ଼ିଗଲା। ଲୋକେ ପଗ୍ଭରିଲେ, “ଏ ଲୋକଟି କିଏ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଯିରୂଶାଲମ ସହରରେ ପ୍ରବେଶ କରନ୍ତେ ନଗରଯାକ ଏ କିଏ ବୋଲି ଚହଳ ପଡ଼ିଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଯିରୂଶାଲମରେ ପ୍ରବେଶ କରନ୍ତେ ନଗରଯାକ ଏ କିଏ ବୋଲି ଚହଳ ପଡ଼ିଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಜೆರುಜಲೆಮಾತ್ ಭುತ್ತುರ್ ಗುಸಲ್ಲ್ಯಾ ತನ್ನಾ ಸಗ್ಳೆ ಶಾರ್ ಅವಾಜಾನ್ ಹಾಲುಲಾಗಲ್ಲೆ. ಅನಿ ಲೊಕಾನಿ “ ಹ್ಯೊ ಕೊನ್ ” ಮನುನ್ ಇಚಾರ್‍ಲ್ಯಾನಿ.