Matthew 21:11 — Compare Translations

7 translations compared side by side

Odia - 1840
"ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକେ କହିଲେ, ଏ ହେଉଛନ୍ତି ଭବିଷ୍ଯଦ୍ବକ୍ତା ଯୀଶୁ। ସେ ଗାଲିଲୀ ପ୍ରଦେଶ ରେ ନାଜରିତ ସହରରୁ ଆସିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଲୋକସମୂହ କହିଲେ, ଏ ଗାଲିଲୀସ୍ଥ ନାଜରିତର ଭାବବାଦୀ ଯୀଶୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକେ ପଚାରିଲେ, “ସେ କିଏ?” ଅନ୍ୟମାନେ ଉତ୍ତର ଦେଲେ, “ସେ ହେଉଛନ୍ତି, ଗାଲିଲୀସ୍ଥ ନାଜରିତର ଭାବବାଦୀ ଯୀଶୁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକେ କହିଲେ, “ଏ ହେଉଛନ୍ତି ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯୀଶୁ। ସେ ଗାଲିଲୀ ପ୍ରଦେଶର ନାଜରିତ ସହରରୁ ଆସିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଲୋକସମୂହ କହିଲେ, ଏ ଗାଲିଲୀସ୍ଥ ନାଜରିତର ଭାବବାଦୀ ଯୀଶୁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଲୋକସମୂହ କହିଲେ, ଏ ଗାଲିଲୀସ୍ଥ ନାଜରିତର ଭାବବାଦୀ ଯୀଶୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ತಾಂಡ್ಯಾತ್ಲ್ಯಾ ಲೊಕಾನಿ,“ಹ್ಯೊ ಗಾಲಿಲಿಯಾಚ್ಯಾ ನಜರೆತಾತ್ಲೊ ಜೆಜು ಎಕ್ ಪ್ರವಾದಿ.” ಮನುನ್ ಜಬಾಬ್ ದಿಲ್ಯಾನಿ.