Matthew 21:12 — Compare Translations
7 translations compared side by side
Odia - 1840
"ଯୀଶୁ ମନ୍ଦିର ପରିସର ରେ ପ୍ରବେଶ କଲେ। ସଠାେରେ କିଣା ଓ ବିକା କରୁଥିବା ଲୋକମାନଙ୍କୁ ଯୀଶୁ ବାହାରକୁ ଘଉଡ଼ଇେ ଦେଲେ। ସେ ମୁଦ୍ରା ବ୍ଯବସାଯୀଙ୍କ ମଜେ ଓ କାପ୍ତା ବ୍ଯବସାଯୀଙ୍କ ଆସନ ଓଲଟଇେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଯୀଶୁ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କ୍ରୟବିକ୍ରୟ କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି ମୁଦ୍ରାବ୍ୟବସାୟୀମାନଙ୍କର ମେଜ ଓ କାପ୍ତାବ୍ୟବସାୟୀ-ମାନଙ୍କର ଆସନ ଓଲଟାଇ ପକାଇଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ମନ୍ଦିର ଭିତରେ ପ୍ରବେଶ କରି ସେଠାରେ କିଣାବିକା କରୁଥିବା ସମସ୍ତଙ୍କୁ ବାହାର କରିଦେଲେ। ମୁଦ୍ରା ବିନିମୟକାରୀମାନଙ୍କର ମେଜ ଓ କାପ୍ତା ବ୍ୟବସାୟୀମାନଙ୍କର ଆସନ ଓଲଟାଇ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ମନ୍ଦିରକୁ ଗଲେ ଯୀଶୁ ମନ୍ଦିର ପରିସରରେ ପ୍ରବେଶ କଲେ। ସେଠାରେ କିଣା ଓ ବିକା କରୁଥିବା ଲୋକମାନଙ୍କୁ ଯୀଶୁ ବାହାରକୁ ଘଉଡ଼େଇ ଦେଲେ। ସେ ମୁଦ୍ରା ବ୍ୟବସାୟୀଙ୍କ ମେଜ ଓ କାପ୍ତା ବ୍ୟବସାୟୀଙ୍କ ଆସନ ଓଲଟେଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଯୀଶୁ ଈଶ୍ବରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା-ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,
Odia IRV 2017 (ଓଡିଆ ବାଇବେଲ)
ପରେ ଯୀଶୁ ଈଶ୍ୱରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ದೆವಾಚ್ಯಾ ಗುಡಿಚ್ಯಾ ದಾರಾತ್ ಗೆಲೊ ಅನಿ ಇಕ್ತಲೆ, ಇಕಾತ್ ಘೆತಲೆ ಕರ್ತಲ್ಯಾಕ್ನಿ ಭಾಯ್ರ್ ಘಾಟ್ಲ್ಯಾನ್. ಪೈಸ್ಯಾಂಚೊ ಯಾವಾರ್ ಕರ್ತಲ್ಯಾಂಚಿ ಮೆಜಾ ತೆನಿ ಪಾಡ್ವುನ್ ಘಾಟ್ಲ್ಯಾನ್ ಅನಿ ಪಾರಿವಾಳಾ ಇಕ್ತಲ್ಯಾಂಚ್ಯಾ ಕುರ್ಚಿಯಾಬಿ ಪಾಡ್ವುನ್ ಘಾಟ್ಲ್ಯಾನ್.