Matthew 21:14 — Compare Translations
7 translations compared side by side
Odia - 1840
"ମନ୍ଦିର ରେ କେତକେ ଅନ୍ଧ ଓ କେତକେ େଛାଟ ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମନ୍ଦିରରେ ଅନ୍ଧ ଓ ଖଞ୍ଜ ଲୋକେ ତାହାଙ୍କ ଛାମୁକୁ ଆସନ୍ତେ, ସେ ସେମାନଙ୍କୁ ସୁସ୍ଥ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ମନ୍ଦିରରେ ଥିବା ବେଳେ ଅନ୍ଧ ଓ ବିକଳାଙ୍ଗମାନେ ତାଙ୍କ ନିକଟକୁ ଆସିଲେ ଓ ଯୀଶୁ ସେମାନଙ୍କୁ ସୁସ୍ଥ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିରରେ କେତେକ ଅନ୍ଧ ଓ କେତେକ ଛୋଟା ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମନ୍ଦିରରେ ଅନ୍ଧ ଓ ଖଞ୍ଜ ଲୋକେ ତାହାଙ୍କ ପାଖକୁ ଆସନ୍ତେ ସେ ସେମାନଙ୍କୁ ସୁସ୍ଥ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମନ୍ଦିରରେ ଅନ୍ଧ ଓ ଖଞ୍ଜ ଲୋକେ ତାହାଙ୍କ ପାଖକୁ ଆସନ୍ତେ ସେ ସେମାନଙ୍କୁ ସୁସ୍ଥ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಕುಡ್ಡೆ ಅನಿ ಸೊಟ್ಟೆ ದೆವಾಚ್ಯಾ ಗುಡಿತ್ ತೆಚೆಕ್ಡೆ ಯೆಲೆ ಅನಿ ತೆನಿ ತೆಂಕಾ ಗುನ್ ಕರ್ಲ್ಯಾನ್.