Matthew 21:17 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ସେ ସ୍ଥାନ ଓ ନଗରରୁ ବାହାରକୁ ଚ଼ାଲିଗଲେ। ସେ ବୈଥନୀକୁ ଚ଼ାଲିଗଲେ ଓ ସଠାେରେ ରାତିଟି କଟାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସେମାନଙ୍କୁ ପରିତ୍ୟାଗ କରି ନଗରରୁ ବାହାରି ବେଥନୀୟାକୁ ଯାଇ ସେଠାରେ ରାତ୍ରି ଯାପନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା କହି ଯୀଶୁ ସେମାନଙ୍କୁ ଛାଡ଼ି ଯିରୂଶାଲମରୁ ବେଥନିକୁ ଗଲେ। ସେଠାରେ ସେ ରାତିଟା ବିତାଇ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ସେ ସ୍ଥାନ ଓ ନଗରରୁ ବାହାରକୁ ଗ୍ଭଲିଗଲେ। ସେ ବେଥନୀୟାକୁ ଗ୍ଭଲିଗଲେ ଓ ସେଠାରେ ରାତିଟି କଟାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ସେମାନଙ୍କୁ ଛାଡ଼ିଦେଇ ଯିରୂଶାଲମ ସହରରୁ ବାହାରି ବେଥନୀୟାକୁ ଯାଇ ସେଠାରେ ରାତି କଟାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ସେମାନଙ୍କୁ ଛାଡ଼ିଦେଇ ନଗରରୁ ବାହାରି ବେଥନିଆକୁ ଯାଇ ସେଠାରେ ରାତି କଟାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜು ತೆಂಕಾ ಥೈಚ್ ಸೊಡುನ್ ಭೆಥನಿ ಮನ್ತಲ್ಯಾ ಗಾವಾಕ್ ಗೆಲೊ ಅನಿ ಪುರಾ ರಾತ್ ಥೈಚ್ ರ್‍ಹಾಲೊ.