Matthew 21:18 — Compare Translations
7 translations compared side by side
Odia - 1840
"ତା'ପର ଦିନ ଅତି ସକାଳୁ ଯୀଶୁ ୟିରୂଶାଲମ ନଗରକୁ ଫରେୁଥିଲେ। ତାହାଙ୍କୁ ଭୋକ ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସକାଳେ ସେ ନଗରକୁ ବାହୁଡ଼ିବା ସମୟରେ କ୍ଷୁଧିତ ହେଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ ପରଦିନ ଭୋରରୁ ଯୀଶୁ ଯିରୁଶାଲମକୁ ଫେରିବାବେଳେ କ୍ଷୁଧାର୍ତ୍ତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ବିଶ୍ୱାସର ଶକ୍ତି ପ୍ରକାଶ କଲେ ତା’ ପରଦିନ ଅତି ସକାଳୁ ଯୀଶୁ ଯିରୁଶାଲମ ନଗରକୁ ଫେରୁଥିଲେ। ତାହାଙ୍କୁ ଭୋକ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସକାଳେ ସେ ଯିରୂଶାଲମ ସହରକୁ ଫେରିବା ସମୟରେ କ୍ଷୁଧିତ ହେଲେ,
Odia IRV 2017 (ଓଡିଆ ବାଇବେଲ)
ସକାଳେ ସେ ନଗରକୁ ଫେରିବା ସମୟରେ କ୍ଷୁଧିତ ହେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರೆಂದಿಸ್ ಸಕ್ಕಾಳಿ ಫಿಡೆ ಜೆಜು ಅನಿ ಶಿಸಾ ಜೆರುಜಲೆಮಾಕ್ ಯೆತಾನಾ ವಾಟೆರ್ ಜೆಜುಕ್ ಭುಕ್ಲಾಗಲ್ಲಿ.