Matthew 21:2 — Compare Translations
7 translations compared side by side
Odia - 1840
"ଯୀଶୁ ଦୁଇଜଣ ଶିଷ୍ଯଙ୍କୁ ଗାଁକୁ ପଠାଇଲେ। ସେ କହିଲେ, ତୁମ୍ଭେ ଠିକ୍ ସାମନା ରେ ଥିବା ଗାଁକୁ ଯାଅ। ସଠାେରେ ପହଞ୍ଚିବା ପରେ ତୁମ୍ଭେ ଗୋଟିଏ ମାଇ ଗଧ ବନ୍ଧା ହାଇେଥିବାର ଦେଖିବ। ତା' ସହିତ ଗୋଟିଏ ଗଧଛୁଆ ମଧ୍ଯ ସଠାେରେ ଥିବ। ସମାନଙ୍କେୁ ଖାଲିଦେବେ, ଓ ସମାନଙ୍କେୁ ମାେ ପାଖକୁ ନଇେ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ, ଆଉ ଯିବାମାତ୍ର ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ; ସେମାନଙ୍କୁ ଫିଟାଇ ମୋʼ ନିକଟକୁ ଘେନିଆସ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦୁଇଜଣ ଶିଷ୍ୟଙ୍କୁ ନିର୍ଦ୍ଦେଶ ଦେଇ ଯୀଶୁ କହିଲେ, “ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ। ସେଠାରେ ପହଞ୍ଚିବାକ୍ଷଣି ଦେଖିବ, ଗୋଟିଏ ଗଧ ବନ୍ଧା ହୋଇଛି ଓ ତା’ ପାଖରେ ତା’ ଛୁଆଟି ଅଛି। ସେମାନଙ୍କୁ ଫିଟାଇ ମୋ’ ପାଖକୁ ନେଇ ଆସ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଦୁଇଜଣ ଶିଷ୍ୟଙ୍କୁ ଗାଁକୁ ପଠାଇଲେ। ସେ କହିଲେ, “ତୁମ୍ଭେ ଠିକ୍ ସାମନାରେ ଥିବା ଗାଁକୁ ଯାଅ। ସେଠାରେ ପହଞ୍ଚିବା ପରେ ତୁମ୍ଭେ ଗୋଟିଏ ମାଇ ଗଧ ବନ୍ଧା ହୋଇଥିବାର ଦେଖିବ। ତା’ ସହିତ ଗୋଟିଏ ଗଧଛୁଆ ମଧ୍ୟ ସେଠାରେ ଥିବ। ସେମାନଙ୍କୁ ଖୋଲିଦେବ, ଓ ସେମାନଙ୍କୁ ମୋ’ ପାଖକୁ ନେଇ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ, ଆଉ ଯିବା ମାତ୍ରେ ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ; ସେମାନଙ୍କୁ ଫିଟାଇ ମୋ ନିକଟକୁ ନେଇଆସ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ, ଆଉ ଯିବାମାତ୍ରେ ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ; ସେମାନଙ୍କୁ ଫିଟାଇ ମୋ ନିକଟକୁ ନେଇଆସ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತುಮ್ಕಾ ಫಿಡೆ ದಿಸ್ತಲ್ಯಾ ಗಾಂವಾತ್ ಜಾವಾ ಅನಿ ಗಾಂವಾತ್ ಭುತ್ತುರ್ ಗೆಲ್ಲ್ಯಾ ತನ್ನಾಚ್ ಪೆಟ್ಯಾಚ್ಯಾ ವಾಂಗ್ಡಾ ಭಾಂದಲ್ಲೆ ಎಕ್ ಗಾಡಾವ್ ತುಮ್ಕಾ ಗಾವ್ತಾ. ತೆಂಕಾ ಸೊಡಾ ಅನಿ ಮಾಜೆಕ್ಡೆ ಘೆವ್ನ್ ಯೆವಾ.