Matthew 21:20 — Compare Translations
7 translations compared side by side
Odia - 1840
"ଯୀଶୁଙ୍କ ଶିଷ୍ଯମାନେ ଏହା ଦେଖି ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ଯୀଶୁଙ୍କୁ ପଚ଼ାରିଲେ, ଏତେ ଶୀଘ୍ର ଡ଼ିମ୍ବିରି ଗଛଟି କିପରି ଶୁଖି ମରିଗଲା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ, ଡିମିରି ଗଛଟି କିପରି ସେହିକ୍ଷଣି ଶୁଖିଗଲା?
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନେ ଏହା ଦେଖି ବିସ୍ମିତ ହୋଇ ପଚାରିଲେ, “ଗଛଟି ଏତେ ଶୀଘ୍ର ଶୁଖିଗଲା କେମିତି?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ଶିଷ୍ୟମାନେ ଏହା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଏତେ ଶୀଘ୍ର ଡିମିରିଗଛଟି କିପରି ଶୁଖି ମରିଗଲା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ, ଡିମ୍ବିରିବୃକ୍ଷଟି କିପରି ସେହିକ୍ଷଣି ଶୁଖିଗଲା?
Odia IRV 2017 (ଓଡିଆ ବାଇବେଲ)
ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ, ଡିମ୍ବିରିଗଛଟି କିପରି ସେହିକ୍ଷଣି ଶୁଖିଗଲା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಿಸಾ ಹೆ ಬಗುನ್ ಅಜಾಪ್ ಹೊಲಿ. ಅನಿ,“ ಹೆ ಅಂಜುರಾಚೆ ಝಾಡ್ ಎವ್ಡ್ಯಾ ಲಗ್ಗುನಾ ಕಶೆ ವಾಳ್ಳೆ?” ಮನುನ್ ಇಚಾರ್ಲ್ಯಾನಿ.