Matthew 21:23 — Compare Translations

7 translations compared side by side

Odia - 1840
"ଯୀଶୁ ମନ୍ଦିର ପରିସରକୁ ଗଲେ। ସଠାେରେ ସେ ଉପଦେଶ ଦେଉଥିବା ସମୟରେ ପ୍ରଧାନ ଯାଜକ ଓ ଲୋକମାନଙ୍କର ପ୍ରାଚ଼ୀନ ନେତାମାନେ ତାହାଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ପଚ଼ାରିଲେ, ଆମ୍ଭକୁ କୁହ, ଏଭଳି ସବୁ କାମ କେଉଁ ଅଧିକାର ରେ ତୁମ୍ଭେ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦଲୋ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଆଉ, ତୁମ୍ଭକୁ କିଏ ଏହି ଅଧିକାର ଦେଲା?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ମନ୍ଦିରକୁ ଫେରିଆସି ସେଠାରେ ଶିକ୍ଷା ଦେବାବେଳେ ମୁଖ୍ୟ ପୁରୋହିତ ଓ ଯିହୂଦୀନେତାମାନେ ତାଙ୍କୁ ପଚାରିଲେ, “କେଉଁ ଅଧିକାରରେ ତୁମେ ଏସବୁ କାମ କରୁଛ? ତୁମକୁ ଏ ଅଧିକାର କିଏ ଦେଲା?”
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀ ନେତାମାନେ ଯୀଶୁଙ୍କ ଅଧିକାରକୁ ସନ୍ଦେହ କଲେ ଯୀଶୁ ମନ୍ଦିର ପରିସରକୁ ଗଲେ। ସେଠାରେ ସେ ଉପଦେଶ ଦେଉଥିବା ସମୟରେ ପ୍ରଧାନଯାଜକ ଓ ଲୋକମାନଙ୍କର ପ୍ରାଚୀନ ନେତାମାନେ ତାହାଙ୍କ ପାଖକୁ ଆସିଲେ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଆମ୍ଭକୁ କୁହ, ଏଭଳି ସବୁ କାମ କେଉଁ ଅଧିକାରରେ ତୁମ୍ଭେ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦେଲା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା?
Odia IRV 2017 (ଓଡିଆ ବାଇବେଲ)
ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ದೆವಾಚ್ಯಾ ಗುಡಿಕ್ ಯೆಲೊ ಅನಿ ಲೊಕಾಕ್ನಿ ಶಿಕ್ವುಕಲಾಲೊ. ತನ್ನಾ ಮುಖ್ಯ ಯಾಜಕಾ ಅನಿ ಜಾನ್ತಿ ಲೊಕಾ ಜೆಜುಕ್ಡೆ ಯೆಲಿ. ಅನಿ ಜೆಜುಕ್,“ಹೆ ಸಗ್ಳೆ ಕರುಕ್ ತುಕಾ ಕಾಯ್ ಹಕ್ಕ್ ಹಾಯ್? ಹ್ಯೊ ಹಕ್ಕ್ ತುಕಾ ಕೊನ್ ದಿಲಾ?” ಮನುನ್ ಇಚಾರ್‍ಲ್ಯಾನಿ.