Matthew 21:24 — Compare Translations

7 translations compared side by side

Odia - 1840
"ଯୀଶୁ ଉତ୍ତର ଦେଲେ, ମୁଁ ମଧ୍ଯ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଚାରିବି। ତୁମ୍ଭମାନେେ ଯଦି ମାେ ପ୍ରଶ୍ନର ଉତ୍ତର ଦଇେ ପାରିବ, ତବେେ ମୁଁ କହିବି ଯେ ଏଭଳି କାମ କରିବାକୁ ମାରେ କେଉଁ ଅଧିକାର ରହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ଯଦି ତୁମ୍ଭେମାନେ ମୋତେ ତାହା କହିବ, ତେବେ କେଉଁ ଅଧିକାରରେ ମୁଁ ଏହିସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କେବଳ ଗୋଟିଏ ପ୍ରଶ୍ନ ପଚାରିବି। ତାହାର ଉତ୍ତର ଦେଇ ପାରିଲେ, ମୁଁ କେଉଁ ଅଧିକାରରେ ଏସବୁ କାମ କରୁଛି, ତୁମକୁ କହିବି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିବି। ତୁମ୍ଭେମାନେ ଯଦି ମୋ’ ପ୍ରଶ୍ନର ଉତ୍ତର ଦେଇ ପାରିବ, ତେବେ ମୁଁ କହିବି ଯେ ଏଭଳି କାମ କରିବାକୁ ମୋର କେଉଁ ଅଧିକାର ରହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ଯଦି ତୁମ୍ଭେମାନେ ମୋତେ ତାହା କହିବ, ତେବେ କେଉଁ ଅଧିକାରରେ ମୁଁ ଏହି ସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ଯଦି ତୁମ୍ଭେମାନେ ମୋତେ ତାହା କହିବ, ତେବେ କେଉଁ ଅଧିକାରରେ ମୁଁ ଏହି ସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ,“ ಮಿಯಾ ತುಮ್ಕಾ ಎಕ್ ಸವಾಲ್ ಇಚಾರ್ತಾ ತೆಕಾ ತುಮಿ ಜಬಾಬ್ ದಿಲ್ಯಾರ್, ಹೆ ಸಗ್ಳೆ ಕರುಕ್ ಮಾಕಾ ಕೊನ್ ಹಕ್ಕ್ ದಿಲೊ, ಮನುನ್ ಮಿಯಾ ಸಾಂಗ್ತಾ.” ಮಟ್ಲ್ಯಾನ್, ಅನಿ,