Matthew 21:26 — Compare Translations

7 translations compared side by side

Odia - 1840
"କିନ୍ତୁ ଆମ୍ଭେ ଯଦି କହିବା, 'ଏହା ମନୁଷ୍ଯ ପାଖରୁ ଆସିଛି,' ତବେେ ଏଠା ରେ ଜମା ରୋଇଥିବା ଲୋକେ ଆମ୍ଭ ଉପରେ ରାଗିଯିବେ। ଆମ୍ଭମାନେେ ଏ ଲୋକମାନଙ୍କୁ ଭୟ କରୁଛୁ। କାରଣ ସମାନେେ ସମସ୍ତେ ଯୋହନଙ୍କୁ ଭବିଷ୍ଯଦ୍ବକ୍ତା ରୂପେ ବିଶ୍ବାସ କରନ୍ତୁ."
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମନୁଷ୍ୟଠାରୁ ବୋଲି ଯଦି କହିବା, ତେବେ ଲୋକମାନଙ୍କୁ ଆମର ଭୟ ହେଉଛି, କାରଣ ଯୋହନ ଜଣେ ଭାବବାଦୀ ବୋଲି ସେମାନେ ବିଶ୍ୱାସ କରୁଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭେ ଯଦି କହିବା, ‘ଏହା ମନୁଷ୍ୟ ପାଖରୁ ଆସିଛି,’ ତେବେ ଏଠାରେ ଜମା ହୋଇଥିବା ଲୋକେ ଆମ୍ଭ ଉପରେ ରାଗିଯିବେ। ଆମ୍ଭେମାନେ ଏ ଲୋକମାନଙ୍କୁ ଭୟ କରୁଛୁ। କାରଣ ସେମାନେ ସମସ୍ତେ ଯୋହନଙ୍କୁ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ରୂପେ ବିଶ୍ୱାସ କରନ୍ତି.”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅಮಿ ಮಾನ್ಸಾಕ್ನಾ ಮನುನ್ ಸಾಂಗ್ಲಾಂವ್ ತರ್ ಲೊಕಾ ಅಮ್ಕಾ ಕಾಯ್ ಕರ್‍ತ್ಯಾತ್ ಕಾಯ್ಕಿ ಮಟ್ಲ್ಯಾನಿ ಅನಿ ತೆನಿ ಲೊಕಾಕ್ನಿ ಭಿಂಯಾಲೆ. ಕಶ್ಯಾಕ್ ಮಟ್ಲ್ಯಾರ್ ಲೊಕಾ ಜುವಾಂವ್ ಎಕ್ ಪ್ರವಾದಿ ಮನುನ್ ಮಾನಿತ್.