Matthew 21:27 — Compare Translations
7 translations compared side by side
Odia - 1840
"ତେଣୁ ସମାନେେ ଯୀଶୁଙ୍କୁ ଉତ୍ତର ଦେଲେ, ଯୋହନଙ୍କ ବାପ୍ତିସ୍ମ କେଉଁଛାରୁ ଆସିଥିଲା, ଆମ୍ଭେ ତାହା ଜାଣିନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହିଁ । ସେ ମଧ୍ୟ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଭାବି ସେମାନେ ଯୀଶୁଙ୍କୁ ଉତ୍ତର ଦେଇ କହିଲେ, “ଆମେ ଜାଣୁନା।” ଯୀଶୁ ସେମାନଙ୍କୁ କହିଲେ, “କେଉଁ ଅଧିକାରରେ ଏସବୁ କରୁଛି, ମୁଁ ମଧ୍ୟ ତୁମକୁ କହିବି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, “ଯୋହନଙ୍କ ବାପ୍ତିସ୍ମ କେଉଁଠାରୁ ଆସିଥିଲା, ଆମ୍ଭେ ତାହା ଜାଣି ନାହୁଁ।” ଯୀଶୁ କହିଲେ, “ତେବେ କେଉଁ ଅଧିକାରରେ ମୁଁ ଏସମସ୍ତ କାର୍ଯ୍ୟ କରୁଛି, ତାହା ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ। ସେ ମଧ୍ୟ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ । ସେ ମଧ୍ୟ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ತೆನಿ ಜೆಜುಕ್, ಅಮ್ಕಾ ಗೊತ್ತ್ ನಾ ಮನುನ್ ಜಬಾಬ್ ದಿಲ್ಯಾನಿ, ತನ್ನಾ ಜೆಜುನ್ ತೆಂಕಾ,“ತಸೆ ಜಾಲ್ಯಾರ್ ಮಿಯಾಬಿ ಕಸ್ಲ್ಯಾ ಹಕ್ಕಾನಿ ಹೆ ಸಗ್ಳೆ ಕರುಕ್ ಲಾಗ್ಲಾ ಮನುನ್ ತುಮ್ಕಾ ಸಾಂಗಿನಾ”. ಮನುನ್ ಸಾಂಗಟ್ಲ್ಯಾನ್.