Matthew 21:28 — Compare Translations
7 translations compared side by side
Odia - 1840
"କୁହତ ଦେଖି, ତୁମ୍ଭେ ଏବିଷୟ ରେ କ'ଣ ଭାବୁଛ? ଜଣେ ଲୋକର ଦୁଇଟି ପୁଅ ଥିଲେ। ସେ ପ୍ରଥମ ପୁଅ ପାଖକୁ ଯାଇ କହିଲା, 'ପୁଅ ଆଜି ଯା ଓ ଅଙ୍ଗୁର ବଗିଚ଼ା ରେ କାମ କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ କଅଣ ମନେ କର? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ । ସେ ପ୍ରଥମ ନିକଟକୁ ଆସି କହିଲେ, ପୁଅ, ଯା, ଆଜି ଦ୍ରାକ୍ଷା କ୍ଷେତ୍ରରେ କାମ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଆଚ୍ଛା, ଏ ବିଷୟରେ ତୁମେ କ’ଣ ଭାବୁଛ, କୁହ। ଜଣେ ଲୋକର ଦୁଇପୁଅ ଥିଲେ। ଦିନେ ସେ ବଡ଼ ପୁଅକୁ କହିଲା, ‘ପୁଅରେ, ଆଜି ଆମ ଦ୍ରାକ୍ଷାକ୍ଷେତରେ ଯାଇ କାମ କର।’
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଦୁଇ ପୁଅର କାହାଣୀ କହିଲେ “କୁହତ ଦେଖି, ତୁମ୍ଭେ ଏବିଷୟରେ କ’ଣ ଭାବୁଛ? ଜଣେ ଲୋକର ଦୁଇଟି ପୁଅ ଥିଲେ। ସେ ପ୍ରଥମ ପୁଅ ପାଖକୁ ଯାଇ କହିଲେ, ‘ପୁଅ ଆଜି ଯା ଓ ଅଙ୍ଗୁର ବଗିଗ୍ଭରେ କାମ କର।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମାତ୍ର ତୁମ୍ଭେମାନେ କଅଣ ମନେ କର? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ। ସେ ପ୍ରଥମ ନିକଟକୁ ଆସି କହିଲେ, ‘ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର।’”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ କ'ଣ ମନେ କର? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ । ସେ ପ୍ରଥମ ନିକଟକୁ ଆସି କହିଲେ, ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ತುಮಿ ಕಾಯ್ ಮನ್ತ್ಯಾಶಿ? ಎಗ್ದಾ ಎಕ್ ಮಾನುಸ್ ಹೊತ್ತೊ, ತೆಕಾ ದೊನ್ ಲೆಕಾ ಹೊತ್ತಿ. ತೊ ಮೊಟ್ಯಾ ಲೆಕಾಕ್ಡೆ ಜಾತಾ ಅನಿ,“ಲೆಕಾ ಆಜ್ ತಿಯಾ ದರಾಕ್ಷಿಚ್ಯಾ ಮಳ್ಯಾತ್ ಜಾ ಅನಿ ಕಾಮ್ ಕರ್”. ಮನ್ತಾ.