Matthew 21:3 — Compare Translations
7 translations compared side by side
Odia - 1840
"ଯଦି ତୁମ୍ଭକୁ କହେି ଲୋକ ପଚ଼ା ରେ ଯେ, ତୁମ୍ଭମାନେେ କାହିଁକି ଗଧ ଦୁହିଁଙ୍କୁ ନଇେ ଯାଉଛ, ତବେେ ତୁମ୍ଭେ କହିବ 'ଏଗୁଡ଼ିକ ପ୍ରଭୁଙ୍କର ଦରକାର। ପରେ ସେ ସମାନଙ୍କେୁ ସଙ୍ଗେ ସଙ୍ଗେ ପଠାଇ ଦବେେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ, ଏମାନଙ୍କଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି । ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେହି କିଛି ପଚାରିଲେ କହିବ, ‘ସେଥିରେ ଗୁରୁଙ୍କର ଦରକାର ଅଛି।’ ତେବେ ସଙ୍ଗେ ସଙ୍ଗେ ସେ ସେମାନଙ୍କୁ ଛାଡ଼ିଦେବ।”
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭକୁ କେହି ଲୋକ ପଗ୍ଭରେ ଯେ, ତୁମ୍ଭେମାନେ କାହିଁକି ଗଧ ଦୁହିଁଙ୍କୁ ନେଇ ଯାଉଛ, ତେବେ ତୁମ୍ଭେ କହିବ ‘ଏଗୁଡ଼ିକ ପ୍ରଭୁଙ୍କର ଦରକାର। ପରେ ସେ ସେମାନଙ୍କୁ ସଙ୍ଗେ ସଙ୍ଗେ ପଠାଇଦେବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ ଏମାନଙ୍କଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି। ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ ଏମାନଙ୍କଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି । ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತುಮ್ಕಾ ಕೊನ್ಬಿ ಕಾಯ್ಬಿ ಇಚಾರ್ಲ್ಯಾರ್ ತೆಂಚ್ಯಾ ಧನಿಯಾಕ್ ತಿ ಪಾಜೆ ಹೊಲ್ಯಾತ್ ಅನಿ ಮಾನಾ ಲಗ್ಗುನಾಚ್ ತೊ ತೆಂಕಾ ಧಾಡುನ್ ದಿತಾ. ಮನುನ್ ಸಾಂಗಾ.” ಮನುನ್ ಸಾಂಗಟ್ಲ್ಯಾನ್