Matthew 21:30 — Compare Translations
7 translations compared side by side
Odia - 1840
"ତା'ପରେ ତା ବାପା ଅନ୍ୟ ପୁଅ ପାଖକୁ ଗଲେ ଓ ତାକୁ ସହେି କଥା କହିଲେ। ସେ କହିଲା, 'ହଁ, ଆଜ୍ଞା ମୁଁ ୟିବି।' କିନ୍ତୁ ଗଲାନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଦ୍ଵିତୀୟ ନିକଟକୁ ଆସି ସେହି ପ୍ରକାର କହିଲେ । ସେ ଉତ୍ତର ଦେଲା, ଆଜ୍ଞା, ମୁଁ ଯାଉଛି, କିନ୍ତୁ ଗଲା ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକଟି ସାନ ପୁଅକୁ ମଧ୍ୟ ସେହି କାମ କରିବାକୁ କହିଲା। ‘ହଁ ଆଜ୍ଞା, ଯାଉଛି’ ବୋଲି ସାନ ପୁଅ ଉତ୍ତର ଦେଲା। କିନ୍ତୁ ସେ କାମକୁ ମୋଟେ ଗଲା ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ତା’ ବାପା ଅନ୍ୟ ପୁଅ ପାଖକୁ ଗଲେ ଓ ତାକୁ ସେହି କଥା କହିଲେ। ସେ କହିଲା, ‘ହଁ, ଆଜ୍ଞା ମୁଁ ଯିବି।’ କିନ୍ତୁ ଗଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଦ୍ୱିତୀୟ ପାଖକୁ ଆସି ସେହି ପ୍ରକାର କହିଲେ। ସେ ଉତ୍ତର ଦେଲା, ‘ମହାଶୟ, ମୁଁ ଯାଉଅଛି, କିନ୍ତୁ ଗଲା ନାହିଁ।’
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଦ୍ୱିତୀୟ ପାଖକୁ ଆସି ସେହି ପ୍ରକାର କହିଲେ । ସେ ଉତ୍ତର ଦେଲା, ଆଜ୍ଞା, ମୁଁ ଯାଉଅଛି, କିନ୍ତୁ ଗଲା ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಬಾಬಾ ಅನಿ ಎಕ್ಲ್ಯಾ ಲೆಕಾಕ್ಡೆ ಜಾತಾ. ಅನಿ ತಸೆಚ್ ಸಾಂಗ್ತಾ. ತನ್ನಾ ತೊ ಲೆಕ್ ಹು ಬಾಬಾ ಮಿಯಾ ಜಾತಾ ಮನ್ತಾ. ಖರೆ ತೊ ಜಾಯ್ಚ್ ನಾ.