Matthew 21:31 — Compare Translations

7 translations compared side by side

Odia - 1840
" ତବେେ କୁହ, 'କେଉଁ ପୁଅ ତାର ବାପାଙ୍କ ବାଧ୍ଯ ହେଲା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା? ସେମାନେ କହିଲେ, ପ୍ରଥମ ଜଣକ । ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କୁହ, ଏ ଦୁଇପୁଅ ମଧ୍ୟରୁ କିଏ ତା’ ବାପାର ଆଜ୍ଞା ମାନିଥିଲା।” ସେମାନେ କହିଲେ, “ବଡ଼ ପୁଅ।” ଯୀଶୁ ସେମାନଙ୍କୁ କହିଲେ, “ମୁଁ, କହୁଛି କରଆଦାୟକାରୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କଠାରୁ ଆଗେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
“ତେବେ କୁହ, ‘କେଉଁ ପୁଅ ତା’ର ବାପାଙ୍କ ବାଧ୍ୟ ହେଲା?” ଯିହୂଦୀ ଧର୍ମ ନେତାମାନେ କହିଲେ, “ପ୍ରଥମ ପୁଅଟି ମାନିଲା।’ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ତୁମ୍ଭେମାନେ ଭାବ ଯେ, କରଆଦାୟକାରୀ ଓ ବେଶ୍ୟାମାନେ ଖରାପ ମଣିଷ। କିନ୍ତୁ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆଗ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା?” ସେମାନେ କହିଲେ, “ପ୍ରଥମ ଜଣକ।” ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା? ସେମାନେ କହିଲେ, "ପ୍ରଥମ ଜଣକ" । ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತರ್ ಹ್ಯಾ ದೊಗ್ಯಾನಿತ್ಲ್ಯಾ ಖಲ್ಯಾ ಲೆಕಾನ್ ಬಾಬಾಕ್ ಪಾಜೆ ಹೊಲ್ಲೆ ಕಾಮ್ ಕರ್‍ಲ್ಯಾನ್?” ಮನುನ್ ಇಚಾರ್‍ಲ್ಯಾನ್. ತನ್ನಾ ತೆನಿ,“ಪಯ್ಲೆಚ್ಯಾ ಲೆಕಾನ್.” ಮನುನ್ ಜಬಾಬ್ ದಿಲ್ಯಾನಿ. ತೆಚೆಸಾಟ್ನಿ ಜೆಜುನ್ ತೆಂಕಾ,“ಮಿಯಾ ತುಮ್ಕಾ ಸಾಂಗ್ತಾ, ತೆರ್‍ಗಿ ವಸುಲ್ ಕರ್‍ತಲೆ ಅನಿ ವೈಬಿಚಾರ್ ಕರ್‍ತಲಿ ಲೊಕಾ ತುಮ್ಚ್ಯೆನ್ಕಿ ಅದ್ದಿ ದೆವಾಚ್ಯಾ ರಾಜಾತ್‍ ಜಾವ್ನ್ ಪಾವ್ತ್ಯಾತ್.