Matthew 21:34 — Compare Translations

7 translations compared side by side

Odia - 1840
"କିଛି ଦିନ ପରେ ଦ୍ରାକ୍ଷା ତୋଳିବା ବଳେ ଆସିଲା। ଜମିମାଲିକ ତାଙ୍କ ଦ୍ରାକ୍ଷା ଭାଗ ତକ ଆଣିବ ପାଇଁ କେତକେ ଚ଼ାକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଫଳର ସମୟ ସନ୍ନିକଟ ହୁଅନ୍ତେ, ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଦ୍ରାକ୍ଷା ଅମଳ କରିବା ସମୟରେ ସେ ରଇତମାନଙ୍କ ପାଖକୁ ନିଜର ଭାଗ ଆଦାୟ କରିବା ପାଇଁ ନିଜ ଦାସମାନଙ୍କୁ ପଠାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
କିଛି ଦିନ ପରେ ଦ୍ରାକ୍ଷା ତୋଳିବା ବେଳ ଆସିଲା। ଜମିମାଲିକ ତାଙ୍କ ଦ୍ରାକ୍ଷା ଭାଗତକ ଆଣିବା ପାଇଁ କେତେକ ଗ୍ଭକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದರಾಕ್ಷಿ ಗೊಳಾ ಕರ್‍ತಲೊ ಎಳ್ ಯೆಲ್ಲ್ಯಾ ತನ್ನಾ ತೆನಿ ಅಪ್ನಾಚೊ ಸುಗ್ಗಿಚೊ ವಾಟೊ ಘೆವ್ನ್ ಯೆವ್ಕ್ ಅಪ್ನಾಚ್ಯಾ ಆಳಾಕ್ನಿ ಧಾಡುನ್ ದಿಲ್ಯಾನ್.