Matthew 21:35 — Compare Translations

7 translations compared side by side

Odia - 1840
"କିନ୍ତୁ କୃଷକମାନେ ଚ଼ାକରମାନଙ୍କୁ ଧରି, ତାହାଙ୍କ ଭିତରୁ ଜଣକୁ ପିଟିଲେ. ସମାନେେ ଜଣକ ପରେ ଜଣେ ଚ଼ାକରକୁ ପଥର ରେ ମାରି ମାରି ମାରିପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ କୃଷକମାନେ ତାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି ଆଉ ଜଣକୁ ପଥର ଫୋପାଡ଼ି ମାରିପକାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ରଇତମାନେ ସେହି ଦାସମାନଙ୍କୁ ଧରି ଜଣକୁ ବାଡ଼େଇଲେ, ଜଣକୁ ଜୀବନରେ ମାରି ପକାଇଲେ ଓ ଆଉ ଜଣକ ଉପରେ ଢ଼େଲା ପଥର ପକାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ କୃଷକମାନେ ଗ୍ଭକରମାନଙ୍କୁ ଧରି, ତାହାଙ୍କ ଭିତରୁ ଜଣକୁ ପିଟିଲେ, ସେମାନେ ଜଣକ ପରେ ଜଣେ ଗ୍ଭକରକୁ ପଥରରେ ମାରିପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫୋପାଡ଼ି ମାରିପକାଇଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫପାଡ଼ି ମାରିପକାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗುತ್ಕೆ ಧರಲ್ಲ್ಯಾನಿ ತ್ಯಾ ಆಳಾಕ್ನಿ ಧರ್‍ಲ್ಯಾನಿ, ಅನಿ ಎಕ್ಲ್ಯಾಕ್ ಮಾರ್ ಘಾಟ್ಲ್ಯಾನಿ, ದುಸ್ರ್ಯಾಕ್ ಜಿವಾನಿಚ್ ಮಾರ್‍ಲ್ಯಾನಿ, ಅನಿ ಅನಿಎಕ್ಲ್ಯಾಕ್ ಗುಂಡ್ಯಾನಿ ಮಾರ್‍ಲ್ಯಾನಿ