Matthew 21:36 — Compare Translations
7 translations compared side by side
Odia - 1840
"ତେଣୁ ଜମି ମାଲିକ ଆଉ କେତକେ ଚ଼ାକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ। ଏଥର ପ୍ରଥମଥର ଠାରୁ ଅଧିକ ଚ଼ାକର ଗଲେ। କିନ୍ତୁ କୃଷକମାନେ ପ୍ରଥମ ଚାକରମାନଙ୍କ ପ୍ରତି ଯାହା କରିଥିଲେ, ଏଥର ମଧ୍ଯ ସମାନଙ୍କେ ପ୍ରତି ତାହା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନଶ୍ଚ ସେ ପ୍ରଥମ ଥର ଅପେକ୍ଷା ଅଧିକସଂଖ୍ୟକ ଦାସ ପଠାଇଲେ, ଆଉ ସେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଣୁ ଜମି ମାଲିକ ଅଧିକ ସଂଖ୍ୟାରେ ଅନ୍ୟ ଦାସମାନଙ୍କୁ ପୁଣି ଥରେ ପଠାଇଲେ। ସେମାନଙ୍କ ପ୍ରତି ମଧ୍ୟ ରଇତମାନେ ସେହିପରି ଦୁର୍ବ୍ୟବହାର କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଜମି ମାଲିକ ଆଉ କେତେକ ଗ୍ଭକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ। ଏଥର ପ୍ରଥମଥରଠାରୁ ଅଧିକ ଗ୍ଭକର ଗଲେ। କିନ୍ତୁ କୃଷକମାନେ ପ୍ରଥମ ଗ୍ଭକରମାନଙ୍କ ପ୍ରତି ଯାହା କରିଥିଲେ, ଏଥର ମଧ୍ୟ ସେମାନଙ୍କ ପ୍ରତି ତାହା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଥରେ ସେ ପ୍ରଥମ ଥର ଅପେକ୍ଷା ଅଧିକ ସଂଖ୍ୟକ ଦାସ ପଠାଇଲେ, ଆଉ ସେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଥରେ ସେ ପ୍ରଥମ ଥର ଅପେକ୍ଷା ଅଧିକସଂଖ୍ୟକ ଦାସ ପଠାଇଲେ, ଆଉ ସେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿಬಿ ತ್ಯಾ ಮಾನ್ಸಾನ್ ಅನಿ ಎಗ್ದಾ ಲೈ ಆಳಾಕ್ನಿ ಧಾಡುನ್ ದಿಲ್ಯಾನ್. ಖರೆ ತ್ಯಾ ಗುತ್ಕೆ ಧರಲ್ಲ್ಯಾನಿ ತೆಕಾಬಿ ಅದ್ದಿ ಕರಲ್ಲ್ಯಾಕ್ನಿ ಕರಲ್ಲ್ಯಾ ಸರ್ಕೆಚ್ ಕರ್ಲ್ಯಾನಿ.