Matthew 21:37 — Compare Translations
7 translations compared side by side
Odia - 1840
"ତେଣୁ ମାଲିକ ନିଜର ପୁଅକୁ ପଠାଇବାକୁ ଠିକ୍ କଲେ। ସେ ଭାବଲେ, 'କୃଷକମାନେ ମାେ ପୁଅକୁ ସମ୍ମାନ ଦବେେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୋର ପୁଅକୁ ସେମାନେ ମାନ୍ୟ କରିବେ, ଏହା କହି ସେ ପରେ ଆପଣା ପୁତ୍ରଙ୍କୁ ସେମାନଙ୍କ ନିକଟକୁ ପଠାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶେଷରେ ଜମି ମାଲିକ ନିଜ ପୁଅକୁ ରଇତମାନଙ୍କ ନିକଟକୁ ପଠାଇଲେ। ସେ ଭାବିଲେ, ସେମାନେ ତାଙ୍କ ପୁଅକୁ ନିଶ୍ଚୟ ଖାତିରି କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମାଲିକ ନିଜର ପୁଅକୁ ପଠାଇବାକୁ ଠିକ୍ କଲେ। ସେ ଭାବିଲେ, ‘କୃଷକମାନେ ମୋ’ ପୁଅକୁ ସମ୍ମାନ ଦେବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘କିନ୍ତୁ ମୋହର ପୁଅକୁ ସେମାନେ ମାନ୍ୟ କରିବେ,’ ଏହା କହି ସେ ପରେ ଆପଣା ପୁତ୍ରକୁ ସେମାନଙ୍କ ନିକଟକୁ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୋର ପୁଅକୁ ସେମାନେ ମାନ୍ୟ କରିବେ, ଏହା କହି ସେ ପରେ ଆପଣା ପୁତ୍ରକୁ ସେମାନଙ୍କ ନିକଟକୁ ପଠାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳೆ ಹೊಲ್ಲ್ಯಾ ಮಾನಾ ಆಕ್ರಿಕ್ ಮಾಜ್ಯಾ ಲೆಕಾಕ್ ತರ್ಬಿ ತೆನಿ ಆಯಿಕ್ತ್ಯಾತ್ ಮನುನ್ ಅಪ್ನಾಚ್ಯಾ ಎಕ್ಲ್ಯಾಚ್ ಲೆಕಾಕ್ ತೆನಿ ಧಾಡುನ್ ದಿಲ್ಯಾನ್.