Matthew 21:38 — Compare Translations
7 translations compared side by side
Odia - 1840
"କୃଷକମାନେ ପୁଅକୁ ଦେଖି ନିଜ ନିଜ ଭିତ ରେ କୁହା କୁହି ହେଲେ, 'ଏ ହେଉଛି ଜମିମାଲିକଙ୍କ ପୁଅ। ସେ ଏ ଜମିର ଉତ୍ତରାଧିକାରୀ। ଆମ୍ଭେ ଯଦି ତାକୁ ମାରିଦବୋ, ଏହି ସମ୍ପତ୍ତି ଆମ୍ଭର ହାଇଯେିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ବଧ କରି ଆମ୍ଭେମାନେ ଏହାର ଅଧିକାର ହସ୍ତଗତ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“କିନ୍ତୁ ରଇତମାନେ ମାଲିକଙ୍କ ପୁଅକୁ ଦେଖି ପରସ୍ପରକୁ କହିଲେ, ‘ଏଇ ଦେଖ, ମାଲିକଙ୍କର ଉତ୍ତରାଧିକାରୀ। ଆସ, ଏହାକୁ ମଧ୍ୟ ମାରି ପକାଇବା। ତାହାହେଲେ ସମ୍ପତ୍ତି ଆମର ହେବ।”
Odia Bible ERV 2004 (ପବିତ୍ର ବାଇବଲ)
“କୃଷକମାନେ ପୁଅକୁ ଦେଖି ନିଜ ନିଜ ଭିତରେ କୁହା କୁହି ହେଲେ, ‘ଏ ହେଉଛି ଜମିମାଲିକଙ୍କ ପୁଅ। ସେ ଏ ଜମିର ଉତ୍ତରାଧିକାରୀ। ଆମ୍ଭେ ଯଦି ତାକୁ ମାରିଦେବା, ଏହି ସମ୍ପତ୍ତି ଆମ୍ଭର ହୋଇଯିବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ‘ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ।’
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತ್ಯಾ ಗುತ್ಕೆ ಧರಲ್ಲ್ಯಾನಿ ತೆಚ್ಯಾ ಲೆಕಾಕ್ ಬಗುನ್, ಹ್ಯೊ ಹ್ಯಾ ಶೆತಾಚ್ಯಾ ಮಾಲ್ಕಾಚೊ ಲೆಕ್, ಹೆಕಾ ಅಮಿ ಜಿವಾನಿಚ್ ಮಾರುವ್ವಾ. ಮಾನಾ ಹಿ ಸಗ್ಳಿ ಅಸ್ತಿ ಅಮ್ಕಾಚ್ ಹೊತಾ. ಮಟ್ಲ್ಯಾನಿ