Matthew 21:4 — Compare Translations
7 translations compared side by side
Odia - 1840
"ଭବିଷ୍ଯଦ୍ବକ୍ତା ଯାହା କହିଥିଲେ, ତାହା ସଫଳ ହବୋ ପାଇଁ ଏସବୁ ଘଟିଲା। ଭବିଷ୍ଯଦ୍ବକ୍ତା କହିଥିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହା ଘଟିଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଘଟଣା ଦ୍ୱାରା ଭାବବାଦୀଙ୍କ ନିମ୍ନଲିଖିତ ବାଣୀ ସଫଳ ହେଲା -
Odia Bible ERV 2004 (ପବିତ୍ର ବାଇବଲ)
ଭବିଷ୍ୟଦ୍ବକ୍ତା ଯାହା କହିଥିଲେ, ତାହା ସଫଳ ହେବା ପାଇଁ ଏସବୁ ଘଟିଲା। ଭବିଷ୍ୟଦ୍ବକ୍ତା କହିଥିଲେ:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହା ଘଟିଲା,
Odia IRV 2017 (ଓଡିଆ ବାଇବେଲ)
ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହା ଘଟିଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರವಾದ್ಯಾನ್ ಸಾಂಗಟಲ್ಲೆ ಪುರಾ ಹೊವ್ಸಾಟ್ನಿ ಹೆ ಸಗ್ಳೆ ಹೊಲೆ.