Matthew 21:41 — Compare Translations

7 translations compared side by side

Odia - 1840
"ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ କହିଲେ, ସେ ନିଶ୍ଚୟ ସହେି ନିର୍ଦ୍ଦୟ ଲୋକଙ୍କୁ ହତ୍ଯା କରିବେ ଓ ତା'ପରେ ସେ ଦ୍ରାକ୍ଷା ବଗିଚ଼ାଟିକୁ ଅନ୍ୟ କୃଷକମାନଙ୍କୁ ଭାଗ ରେ ଦଇେ ଦବେେ, ଯେଉଁମାନେ ଅମଳ ସମୟରେ ତାର ଭାଗ ତାହାଙ୍କୁ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ଦାରୁଣ ଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାଙ୍କୁ ଯଥାସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଉତ୍ତର ଦେଲେ, “ସେହି ଦୁଷ୍ଟମାନଙ୍କୁ ସେ ନିଶ୍ଚୟ ମାରିଦେବେ ଓ ଯେଉଁ ରଇତମାନେ ଠିକ୍ ସମୟରେ ତାଙ୍କ ଭାଗ ଦେବେ, କ୍ଷେତଟି ସେମାନଙ୍କ ହାତରେ ଛାଡ଼ିଦେବେ।”
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ କହିଲେ, “ସେ ନିଶ୍ଚୟ ସେହି ନିର୍ଦ୍ଦୟ ଲୋକଙ୍କୁ ହତ୍ୟା କରିବେ ଓ ତା’ପରେ ସେ ଦ୍ରାକ୍ଷାବଗିଗ୍ଭଟିକୁ ଅନ୍ୟ କୃଷକମାନଙ୍କୁ ଭାଗରେ ଦେଇଦେବେ, ଯେଉଁମାନେ ଅମଳ ସମୟରେ ତା’ର ଭାଗ ତାହାଙ୍କୁ ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁର ଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁରଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ, “ತೊ ಯೆವ್ನ್ ತ್ಯಾ ಬುರ್ಶ್ಯಾ ಗುತ್ಕೆ ಧರಲ್ಲ್ಯಾಕ್ನಿ ಖರೆಚ್ ಜಿವಾನಿ ಮಾರ್‍ತಾ ಅನಿ ಅಪ್ನಾಚೆ ಶೆತ್ ಸುಗ್ಗಿಕ್ ಅಪ್ನಾಚೊ ವಾಟೊ ದಿತಲ್ಯಾ ದುಸ್ರ್ಯಾ ಗುತ್ಕೆ ಧರ್‍ತಲ್ಯಾಕ್ನಿ ಗುತ್ಕ್ಯಾಕ್ ದಿತಾ.” ಮಟ್ಲ್ಯಾನಿ.

Recommended Reading