Matthew 21:43 — Compare Translations
7 translations compared side by side
Odia - 1840
" ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ତୁମ୍ଭମାନଙ୍କଠାରୁ ପରମେଶ୍ବରଙ୍କ ରାଜ୍ଯ ଛଡ଼ାଇ ନିଆୟିବ। ପରମେଶ୍ବର ତାହାଙ୍କ ରାଜ୍ଯ ରେ ଯାହା ହବୋପାଇଁ ଚ଼ାହାଁନ୍ତି, ଯେଉଁ ଲୋକମାନେ ତାହା କରନ୍ତି, ସମାନଙ୍କେୁ ପରମେଶ୍ବର ତାହାଙ୍କ ରାଜ୍ଯ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ିନିଆଯିବ, ପୁଣି ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପୁଣି କହିଲେ, “ତେଣୁ ତୁମ୍ଭମାନଙ୍କୁ କହୁଛି, ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ଅଧିକାର ତୁମ୍ଭମାନଙ୍କଠାରୁ କାଢ଼ି ନିଆଯିବ ଏବଂ ଯେଉଁ ଗୋଷ୍ଠୀ ଏହି ରାଜ୍ୟର ସୁଫଳ ଦେଖାଇ ପାରିବେ, ସେମାନଙ୍କୁ ତାହା ଦିଆଯିବ।”
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ତୁମ୍ଭମାନଙ୍କଠାରୁ ପରମେଶ୍ୱରଙ୍କ ରାଜ୍ୟ ଛଡ଼ାଇ ନିଆଯିବ। ପରମେଶ୍ୱର ତାହାଙ୍କ ରାଜ୍ୟରେ ଯାହା ହେବା ପାଇଁ ଗ୍ଭହାନ୍ତି, ଯେଉଁ ଲୋକମାନେ ତାହା କରନ୍ତି, ସେମାନଙ୍କୁ ପରମେଶ୍ୱର ତାହାଙ୍କ ରାଜ୍ୟ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ି ନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ିନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತೆಚೆಸಾಟ್ನಿ ಮಿಯಾ ತುಮ್ಕಾ ಸಾಂಗ್ತಾ, ದೆವಾಚೊ ರಾಜ್ ತುಮ್ಚ್ಯಾಕ್ನಾ ಕಾಡುನ್ ಘೆವ್ನ್ ದೆವಾಕ್ ಪಾಜೆ ತಸೆ ಚಲ್ತಲ್ಯಾ ಲೊಕಾಕ್ನಿ ದಿವ್ನ್ ಹೊತಾ.” ಮಟ್ಲ್ಯಾನ್.