Matthew 21:44 — Compare Translations

6 translations compared side by side

Odia - 1840
"ଯେଉଁ ଲୋକ ଏହି ପଥର ଉପରେ ଖସି ପଡ଼ିବ, ସେ ଖଣ୍ଡ ଖଣ୍ଡ ହାଇଯେିବ। ଏବଂ ପଥରଟି ଯଦି କାହା ଉପରେ ପଡ଼ିବ ତବେେ ପଥରଟି ତାକୁ ଚୁନା କରିଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ତବିଖଣ୍ତ ହେବ, ପୁଣି ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଏହି ପଥର ଉପରେ ଖସି ପଡ଼ିବ, ସେ ଖଣ୍ଡ ଖଣ୍ଡ ହୋଇଯିବ। ଏବଂ ପଥରଟି ଯଦି କାହା ଉପରେ ପଡ଼ିବ ତେବେ ପଥରଟି ତାକୁ ଚୁନା କରିଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಗುಂಡ್ಯಾ ವರ್‍ತಿ ಜೊ ಕೊನ್ ಪಡ್ತಾ. ತೊ ತುಕ್ಡೆ-ತುಕ್ಡೆ ಹೊತಾ, ಅನಿ ಹ್ಯೊ ಗುಂಡೊಚ್ ಕೊನಾ ವರ್‍ತಿ ತರ್ ಪಡ್ಲ್ಯಾರ್ ತೊ ಬುಕ್ನಾಚ್ ಹೊವ್ನ್ ಜಾತಾ.