Matthew 21:46 — Compare Translations

7 translations compared side by side

Odia - 1840
"ତେଣୁ ସମାନେେ ଯୀଶୁଙ୍କୁ ବନ୍ଦୀ କରିବାକୁ ଚେ଼ଷ୍ଟା କଲେ। ସମାନେେ କିନ୍ତୁ ଲୋକମାନଙ୍କୁ ଡ଼ରୁଥିଲେ। କାରଣ ଲୋକେ ଯୀଶୁଙ୍କୁ ଜଣେ ଭବିଷ୍ଯଦ୍ବକ୍ତା ବୋଲି ବିଶ୍ବାସ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେମାନେ ତାଙ୍କୁ ଗିରଫ କରାଇବା ପାଇଁ ଚେଷ୍ଟା କଲେ, କିନ୍ତୁ ଲୋକମାନଙ୍କର ଭୟରେ ସେମାନେ ତାହା କରି ପାରିଲେ ନାହିଁ, କାରଣ ଲୋକେ ଯୀଶୁଙ୍କୁ ଜଣେ ଭାବବାଦୀ ବୋଲି ମନେ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ଯୀଶୁଙ୍କୁ ବନ୍ଦୀ କରିବାକୁ ଚେଷ୍ଟା କଲେ। ସେମାନେ କିନ୍ତୁ ଲୋକମାନଙ୍କୁ ଡରୁଥିଲେ। କାରଣ ଲୋକେ ଯୀଶୁଙ୍କୁ ଜଣେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ବୋଲି ବିଶ୍ୱାସ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ತೆನಿ ತೆಕಾ ಧರುನ್ ಭಾಂದುಕ್ ಬಗಟ್ಲ್ಯಾನಿ. ಖರೆ ಲೊಕಾ ಜೆಜುಕ್ ಎಕ್ ಪ್ರವಾದಿ ಮನುನ್ ಮಾನುನ್ ಘೆಯ್ತ್ ತಸೆಮನುನ್ ತೆನಿ ಲೊಕಾಕ್ನಿ ಭಿಂಯಾಲೆ.