Matthew 21:5 — Compare Translations
7 translations compared side by side
Odia - 1840
"ସିୟୋନ ନଗରୀକୁ କୁହ: ' ଦେଖ, ତୁମ୍ଭର ରାଜା ତୁମ୍ଭ ପାଖକୁ ଆସୁଛନ୍ତି। ସେ ନମ୍ର ଓ ସେ ଗୋଟିଏ ଗଧ ଉପରେ ଚ଼ଢ଼ି ଆସୁଛନ୍ତି। ହଁ, ଗୋଟିଏ ଗଧଛୁଆ ଉପରେ ଚ଼ଢ଼ିଛନ୍ତି, ସହେି ଛୁଆ ଏକ ସ୍ତନ୍ଯପାଯୀ ଗଧରୁ ଜନ୍ମ ହାଇେଛି।'ଜିଖରିୟ 9:9"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିୟୋନର କନ୍ୟାକୁ କୁହ, ଦେଖ୍, ତୋର ରାଜା ତୋʼ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସିୟୋନ ନଗରୀକୁ କୁହ! ଦେଖ, ତୁମ ରାଜା ତୁବମ ନିକଟକୁ ଆସୁଛନ୍ତି; ସେ କେଡ଼େ ନମ୍ର-ଗଧ ଛୁଆ ପିଠିରେ ବସିଛନ୍ତି; ଦେଖ, ସେ ଗଧ ଉପରେ ବସି ଆସୁନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
“ସିୟୋନ ନଗରୀକୁ କୁହ: ‘ଦେଖ, ତୁମ୍ଭର ରାଜା ତୁମ୍ଭ ପାଖକୁ ଆସୁଛନ୍ତି। ସେ ନମ୍ର ଓ ସେ ଗୋଟିଏ ଗଧ ଉପରେ ଚଢ଼ି ଆସୁଛନ୍ତି। ହଁ, ଗୋଟିଏ ଗଧଛୁଆ ଉପରେ ଚଢ଼ିଛନ୍ତି, ସେହି ଛୁଆଟି ଏକ ସ୍ତନ୍ୟପାୟୀ ଗଧରୁ ଜନ୍ମ ହୋଇଛି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିୟୋନର କନ୍ୟାକୁ କୁହ, ଦେଖ୍, ତୋର ରାଜା ତୋʼ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ।
Odia IRV 2017 (ଓଡିଆ ବାଇବେଲ)
ସିୟୋନର କନ୍ୟାକୁ କୁହ, ଦେଖ୍, ତୋର ରାଜା ତୋ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಅಬಕ್, ತುಜೊ ರಾಜಾ ತುಜ್ಯಾ ಭುತ್ತುರ್ ಯೆವ್ಲಾ ತೊ ಖಾಯ್ಲ್ ಹೊವ್ನ್ ಚಲ್ತಲೊ, ಅನಿ ಗಾಡ್ವಾಚ್ಯಾ ಪೆಟ್ಯಾ ವರ್ತಿ ಬಸುನ್ ತೊ ಯೆತಾ. ಮನುನ್ ಸಿಯೊನ್ ಶಾರಾಕ್ ಸಾಂಗ್!”