Matthew 21:7 — Compare Translations
7 translations compared side by side
Odia - 1840
"ସମାନେେ ମାଈ ଗଧ ଓ ଗଧଛୁଆକୁ ନଇେ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ ତାହାଙ୍କ ଲୁଗାଗୁଡ଼ିକ ଗଧମାନଙ୍କ ଉପରେ ବିଛାଇ ଦେଲେ। ଯୀଶୁ ସହେି ଲୁଗା ଉପରେ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗର୍ଦ୍ଦଭୀ ଓ ଶାବକଟି ଆଣି ସେମାନଙ୍କ ଉପରେ ବସ୍ତ୍ର ପାତିଦେଲେ, ଆଉ ସେ ତାହା ଉପରେ ବସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଗଧ ଓ ତା’ ଛୁଆଟିକୁ ନେଇ ଆସି ସେମାନଙ୍କ ଉପରେ ନିଜ ନିଜର ଉତ୍ତରୀୟ ବସ୍ତ୍ର ପକାଇଲେ ଏବଂ ଯୀଶୁ ତା’ ଉପରେ ବସିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମାଈ ଗଧ ଓ ଗଧଛୁଆକୁ ନେଇ ଯୀଶୁଙ୍କ ପାଖକୁ ଆସିଲେ। ସେମାନେ ତାହାଙ୍କ ଲୁଗାଗୁଡ଼ିକ ଗଧମାନଙ୍କ ଉପରେ ବିଛାଇ ଦେଲେ। ଯୀଶୁ ସେହି ଲୁଗା ଉପରେ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଗର୍ଦ୍ଦଭୀ ଓ ଶାବକଟି ଆଣି ସେମାନଙ୍କ ଉପରେ ବସ୍ତ୍ର ପାତିଦେଲେ, ଆଉ ସେ ତାହା ଉପରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଗର୍ଦ୍ଦଭୀ ଓ ଶାବକଟି ଆଣି ସେମାନଙ୍କ ଉପରେ ବସ୍ତ୍ର ପାତିଦେଲେ, ଆଉ ସେ ତାହା ଉପରେ ବସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತ್ಯಾ ಗಾಡ್ವಾಕ್ ಅನಿ ಪೆಟ್ಯಾಕ್ ಘೆವ್ನ್ ಯೆಲ್ಯಾನಿ ಅನಿ ತೆಂಚೆ ವರ್ತಿ ಅಪ್ನಾಚೆ ಕಪ್ಡೆ ಟಾಕ್ಲ್ಯಾನಿ. ಜೆಜು ತೆಚ್ಯಾ ವರ್ತಿ ಬಸ್ಲೊ.