Matthew 21:8 — Compare Translations
7 translations compared side by side
Odia - 1840
"ଯୀଶୁ ୟିରୂଶାଲମ ରାସ୍ତା ରେ ଯାତ୍ରା କଲେ। ଅନକେ ଲୋକ ଯୀଶୁଙ୍କ ପାଇଁ ସମାନଙ୍କେର ଲୁଗା ରାସ୍ତା ରେ ବିଛଇେ ଦେଲେ। ଆଉ କେତକେ ଲୋକ ଗଛରୁ ଡ଼ାଳ ସବୁ କାଟି ରାସ୍ତା ରେ ବିଛାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଲୋକସମୂହ ମଧ୍ୟରୁଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇ ଦେବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଉପସ୍ଥିତ ଜନତା ଯୀଶୁ ଯାଉଥିବା ରାସ୍ତା ଉପରେ ନିଜ ନିଜର ପୋଷାକ ବିଛାଇ ଦେଲେ ଏବଂ କେତେକ ଡ଼ାଳପତ୍ର କାଟି ଆଣି ସେହି ରାସ୍ତାରେ ପକାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଯିରୁଶାଲମ ରାସ୍ତାରେ ଯାତ୍ରା କଲେ। ଅନେକ ଲୋକ ଯୀଶୁଙ୍କ ପାଇଁ ସେମାନଙ୍କର ଲୁଗା ରାସ୍ତାରେ ବିଛେଇ ଦେଲେ। ଆଉ କେତେକ ଲୋକ ଗଛରୁ ଡାଳ ସବୁ କାଟି ରାସ୍ତାରେ ବିଛାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲୋକମାନଙ୍କ ମଧ୍ୟରୁ ଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇ ଦେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲୋକମାନଙ୍କ ମଧ୍ୟରୁ ଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇଦେବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾನಿ ಅಪ್ನಾಚೆ ಕಪ್ಡೆ ರಸ್ತ್ಯಾ ವರ್ತಿ ಹಾತರ್ಲ್ಯಾನಿ. ಅನಿ ಹುರಲ್ಲ್ಯಾನಿ ಝಾಡಾಂಚ್ಯಾ ಕವ್ಳ್ಯಾ ಟಾಳಿಯಾ ಮೊಡುನ್ ರಸ್ತ್ಯಾ ವರ್ತಿ ಘಾಟ್ಲ್ಯಾನಿ.