Matthew 22:10 — Compare Translations
7 translations compared side by side
Odia - 1840
"ଚ଼ାକରମାନେ ନଗର ରାସ୍ତାଗୁଡ଼ିକୁ ଗଲେ। ଭଲ ଲୋକ ହେଉ ବା ମନ୍ଦ ଲୋକ ହେଉ, ସମାନେେ ଯାହାକୁ ପାଇଲେ ତାକୁ ବିବାହ ଭୋଜିକୁ ଡ଼ାକିଆଣିଲେ। ବିବାହ ଭବନ ଅତିଥିମାନଙ୍କ ଦ୍ବାରା ପୁରିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେହି ଦାସମାନେ ରାଜଦାଣ୍ତଗୁଡ଼ିକୁ ବାହାରିଯାଇ ଦୁଷ୍ଟ ଓ ସନ୍ଥ ଯେତେ ଲୋକଙ୍କ ଦେଖା ପାଇଲେ, ସେସମସ୍ତଙ୍କୁ ସଂଗ୍ରହ କରି ଆଣିଲେ, ଆଉ ଅଭ୍ୟାଗତ ଲୋକଙ୍କ ଦ୍ଵାରା ବିବାହ ଗୃହ ପରିପୂର୍ଣ୍ଣ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଚାକରମାନେ ସାହିକୁ ସାହି ବୁଲି ଭଲ ହେଉ, ମନ୍ଦ ହେଉ; ଯେତେ ଲୋକଙ୍କୁ ପାଇଲେ, ସମସ୍ତଙ୍କୁ ଡ଼ାକି ଆଣିଲେ ଏବଂ ବିବାହ ଗୃହଟି ଲୋକାରଣ୍ୟ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଗ୍ଭକରମାନେ ନଗର ରାସ୍ତାଗୁଡ଼ିକୁ ଗଲେ। ଭଲ ଲୋକ ହେଉ ବା ମନ୍ଦ ଲୋକ ହେଉ, ସେମାନେ ଯାହାକୁ ପାଇଲେ ତାକୁ ବିବାହ ଭୋଜିକୁ ଡାକିଆଣିଲେ। ବିବାହ ଭବନ ଅତିଥିମାନଙ୍କ ଦ୍ୱାରା ପୁରିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେହି ଦାସମାନେ ରାଜଦାଣ୍ଡଗୁଡ଼ିକୁ ବାହାରିଯାଇ ଦୁଷ୍ଟ ଓ ସନ୍ଥ ଯେତେ ଲୋକ ଦେଖାପାଇଲେ, ସେ ସମସ୍ତଙ୍କୁ ସଂଗ୍ରହ କରି ଆଣିଲେ, ଆଉ ନିମନ୍ତ୍ରିତ ଅତିଥି ଲୋକଙ୍କ ଦ୍ୱାରା ବିବାହଗୃହ ପରିପୂର୍ଣ୍ଣ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେହି ଦାସମାନେ ରାଜଦାଣ୍ଡଗୁଡ଼ିକୁ ବାହାରିଯାଇ ଦୁଷ୍ଟ ଓ ସନ୍ଥ ଯେତେ ଲୋକ ଦେଖାପାଇଲେ, ସେ ସମସ୍ତଙ୍କୁ ସଂଗ୍ରହ କରି ଆଣିଲେ, ଆଉ ନିମନ୍ତ୍ରିତ ଅତିଥି ଲୋକଙ୍କ ଦ୍ୱାରା ବିବାହଗୃହ ପରିପୂର୍ଣ୍ଣ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಆಳಾ ವನಿಯಾತ್ನಿ ಗೆಲಿ, ಅನಿ ಬರ್ಯಾಕ್ನಿ, ಬುರ್ಶ್ಯಾಕ್ನಿ ಮನಿನಸ್ತಾನಾ ಗಾವ-ಗಾವಲ್ಲ್ಯಾ ಸಗ್ಳ್ಯಾ ಲೊಕಾಕ್ನಿ ಗೊಳಾ ಕರುನ್ ಬಲ್ವುನ್ ಹಾನ್ಲ್ಯಾನಿ. ಅಶೆ ಲಗ್ನಾಚೊ ಮಾಟವ್ ಲೊಕಾನಿ ಭರ್ಲೊ.