Matthew 22:12 — Compare Translations
7 translations compared side by side
Odia - 1840
"ରାଜା ତାହାଙ୍କୁ ପଚ଼ାରିଲେ, 'ବନ୍ଧୁ, ତୁମ୍ଭେ ବିବାହ ପୋଷାକ ନପିନ୍ଧି ଓ ଭିତରକୁ କମେିତି ଆସିଲ?' କିନ୍ତୁ ଲୋକଟି କିଛି କହିଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ବନ୍ଧୁ, ତୁମ୍ଭେ ବିବାହ ବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ? ମାତ୍ର ସେ ନିରୁତ୍ତର ହୋଇ ରହିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ରାଜା ତାକୁ ପଚାରିଲେ, ‘ବନ୍ଧୁ, ବାହାଘର ପୋଷାକ ନ ପିନ୍ଧି ଏଠାକୁ ଆସିଲ କିପରି?’ ଲୋକଟି ନିରୁତ୍ତର ରହିଲା।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ତାହାଙ୍କୁ ପଗ୍ଭରିଲେ, ‘ବନ୍ଧୁ, ତୁମ୍ଭେ ବିବାହ ପୋଷାକ ନ ପିନ୍ଧି ଓ ଭିତରକୁ କେମିତି ଆସିଲ?’ କିନ୍ତୁ ଲୋକଟି କିଛି କହିଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ବନ୍ଧୁ, ତୁମ୍ଭେ ବିବାହ-ବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ? ମାତ୍ର ସେ ନିରୁତ୍ତର ହୋଇ ରହିଲା।
Odia IRV 2017 (ଓଡିଆ ବାଇବେଲ)
ହେ ବନ୍ଧୁ, ତୁମ୍ଭେ ବିବାହବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ? ମାତ୍ର ସେ ନିରୁତ୍ତର ହୋଇ ରହିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ರಾಜಾನ್ ತೆಕಾ “ದೊಸ್ತಾ, ಲಗ್ನಾಕ್ ನೆಸ್ತಲೆ ಕಪ್ಡೆ ನೆಸಿನಸ್ತಾನಾ ತಿಯಾ ಹಿತ್ತೆ ಕಸೊ ಭುತ್ತುರ್ ಯೆಲೆ?” ಮನುನ್ ಇಚಾರ್ಲ್ಯಾನ್. ಖರೆ ತ್ಯಾ ಮಾನ್ಸಾನ್ ತೆಕಾ ಕಾಯ್ಬಿ ಸಾಂಗುಕ್ನಾ.