Matthew 22:13 — Compare Translations
7 translations compared side by side
Odia - 1840
"ତେଣୁ ରାଜା କେତକେ ଚ଼ାକରଙ୍କୁ କହିଲେ, 'ଏ ଲୋକର ହାତ ଗୋଡ଼ ବାନ୍ଧି ପକାଅ। ଏହାକୁ ବାହା ରେ ଅନ୍ଧାର ରେ ଫିଙ୍ଗିଦିଅ, ଯେଉଁଠା ରେ ଲୋକେ କାନ୍ଦୁଥିବେ ଓ ୟନ୍ତ୍ରଣା ରେ ଦାନ୍ତ କଡ଼ମଡ଼ କରୁଥିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ରାଜା ଚାକରମାନଙ୍କୁ କହିଲେ, ‘ତା’ର ହାତ ପାଦ ବାନ୍ଧ ବାହାରେ ପକାଇ ଦିଅ। ସେଠାରେ ସେ କ୍ରନ୍ଦନ କରି ଦାନ୍ତ ରଗଡ଼ିବ’।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରାଜା କେତେକ ଗ୍ଭକରଙ୍କୁ କହିଲେ, ‘ଏ ଲୋକର ହାତ ଗୋଡ଼ ବାନ୍ଧି ପକାଅ। ଏହାକୁ ବାହାରେ ଅନ୍ଧାରରେ ଫିଙ୍ଗିଦିଅ, ଯେଉଁଠାରେ ଲୋକେ କାନ୍ଦୁଥିବେ ଓ ଯନ୍ତ୍ରଣାରେ ଦାନ୍ତ କଡ଼ମଡ଼ କରୁଥିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ‘ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ರಾಜಾನ್ ಅಪ್ನಾಚ್ಯಾ ಆಳಾಕ್ನಿ “ಹ್ಯಾ ಮಾನ್ಸಾಚೆ ಹಾತ್-ಪಾಯ್ ಭಾಂದಾ ಅನಿ ಭಾಯ್ರ್ ಕಾಳ್ಕಾತ್ ಟಾಕಾ. ಥೈ ತೊ ರಡ್ತಾ ಅನಿ ದಾತಾ ಚಾವ್ತಾ,” ಮನುನ್ ಸಾಂಗ್ಲ್ಯಾನ್.