Matthew 22:17 — Compare Translations

7 translations compared side by side

Odia - 1840
"ଏ ବିଷୟ ରେ ତୁମ୍ଭ ମତାମତ କ'ଣ ଆମ୍ଭକୁ କୁହ। କାଇସରଙ୍କୁ କର ଦବୋ ଉଚ଼ିତ ହବେ, ନା ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କଅ? କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନା?
Odia BSI (ପବିତ୍ର ବାଇବଲ (CL) NT (BSI))
ତେବେ କହନ୍ତୁ, ଏ ବିଷୟରେ ଆପଣଙ୍କର ମତ କଅଣ? ରୋମ୍ ସମ୍ରାଟଙ୍କୁ କର ଦେବା ଆମ ଧର୍ମଶାସ୍ତ୍ର ବ୍ୟବସ୍ଥା ଅନୁସାରେ ଉଚିତ୍ ନା ଅନୁଚିତ୍?”
Odia Bible ERV 2004 (ପବିତ୍ର ବାଇବଲ)
ଏ ବିଷୟରେ ତୁମ୍ଭ ମତାମତ କ’ଣ ଆମ୍ଭକୁ କୁହ। କାଇସରଙ୍କୁ କର ଦେବା ଉଚିତ୍ ହେବ, ନା ନାହିଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କଅଣ? କାଇସର ସମ୍ରାଟଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କ'ଣ? କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತರ್ ಅಮ್ಕಾ“ಅಮಿ ರೊಮಾಚ್ಯಾ ಚಕ್ರವರ್ತಿಕ್ ತೆರ್‍ಗಿ ದಿತಲೆ ಅಮ್ಚ್ಯಾ ಖಾಯ್ದ್ಯಾ ಪರ್‍ಕಾರ್ ಸಮಾ ಕಾಯ್ ಚುಕ್ ಮನ್ತೆಯ್? ಸಾಂಗ್” ಮನುನ್ ಇಚಾರ್‍ಲ್ಯಾನಿ.