Matthew 22:18 — Compare Translations
7 translations compared side by side
Odia - 1840
"କିନ୍ତୁ ଯୀଶୁ ସମାନଙ୍କେ ଦୁଷ୍ଟତା ବୁଝି ପାରିଲେ। ସେ କହିଲେ, ହେ କପଟୀଗଣ! ମାେତେ ଫାନ୍ଦ ରେ ପକାଇବାକୁ କାହିଁକି ଚେ଼ଷ୍ଟା କରୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶୁ ସେମାନଙ୍କର କୂଟ ଉଦ୍ଦେଶ୍ୟ ଜାଣିଥିଲେ। ତେଣୁ ସେ କହିଲେ, “ଆହେ କପଟୀଗଣ, ମୋତେ ଫାନ୍ଦରେ ପକାଇବାକୁ କାହିଁକି ଚେଷ୍ଟା କରୁଛ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ସେମାନଙ୍କ ଦୁଷ୍ଟତା ବୁଝି ପାରିଲେ। ସେ କହିଲେ, “ହେ କପଟୀଗଣ! ମୋତେ ଫାନ୍ଦରେ ପକାଇବାକୁ କାହିଁକି ଚେଷ୍ଟା କରୁଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, “ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ?”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚಿ ಬುರ್ಶಿ ಯವ್ಜನ್ ಕಾಯ್ ಮನುನ್ ಜೆಜುಕ್ ಗೊತ್ತ್ ಹೊತ್ತೆ. ತಸೆಮನುನ್ ತೆನಿ,“ತುಮಿ ಕುಸ್ಡ್ಯಾನು! ಮಾಕಾ ಗೊಂದ್ಳುನ್ ಘಾಲುಚೆ ಮನುನ್ ತುಮಿ ಕಶ್ಯಾಕ್ ಯೌಜುಲ್ಯಾಸಿ?