Matthew 22:2 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ସ୍ବର୍ଗରାଜ୍ଯ ହେଉଛି ନିଜ ପୁଅର ବିବାହ ଭୋଜି ପ୍ରସ୍ତୁତ କରିଥିବା ଜଣେ ରାଜାଭଳି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ଵର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
“ଈଶ୍ୱରଙ୍କ ରାଜ୍ୟ କିପରି, ତା’ର ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଏକଦା ଜଣେ ରାଜା ରାଜକୁମାରଙ୍କର ବିବାହ ଭୋଜି ଆୟୋଜନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ସ୍ୱର୍ଗରାଜ୍ୟ ହେଉଛି ନିଜ ପୁଅର ବିବାହ ଭୋଜି ପ୍ରସ୍ତୁତ କରିଥିବା ଜଣେ ରାଜାଭଳି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ,
Odia IRV 2017 (ଓଡିଆ ବାଇବେଲ)
ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸರ್ಗಾಚೆ ರಾಜ್ ಮಟ್ಲ್ಯಾರ್ ಅಶೆ. ಎಗ್ದಾ ಎಕ್ ರಾಜಾನ್ ಅಪ್ನಾಚ್ಯಾ ಲೆಕಾಚ್ಯಾ ಲಗ್ನಾಚಿ ಮೊಟೆ ಜೆವಾನ್ ತಯಾರ್ ಕರ್ಲ್ಯಾನ್.