Matthew 22:20 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେୁ ପଚ଼ାରିଲେ, ଏ ମୁଦ୍ରାର ଉପରେ କାହାର ଛବି ଓ ନାମ ଖାଦେିତ ହାଇେଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର?
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସେମାନଙ୍କୁ ପଚାରିଲେ, “ଏହି ମୁଦ୍ରା ଉପରେ କାହାର ନାମ ଓ ପ୍ରତିକୃତି ଅଙ୍କିତ ହୋଇଛି?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ଏ ମୁଦ୍ରାର ଉପରେ କାହାର ଛବି ଓ ନାମ ଖୋଦିତ ହୋଇଛି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର?
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କୁ ପଚାରିଲେ, ଏହି ମୁର୍ତ୍ତି ଓ ନାମ କାହାର?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆಂಕಾ,“ ಹೆಚ್ಯಾ ವರ್ತಿ ಕೊನಾಚೆ ನಾವ್ ಅನಿ ಚಿತ್ತರ್ ಹಾಯ್?” ಮನುನ್ ಇಚಾರ್ಲ್ಯಾನ್.