Matthew 22:21 — Compare Translations

7 translations compared side by side

Odia - 1840
"ଲୋକମାନେ କହିଲେ, କାଇସରଙ୍କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କହିଲେ, କାଇସରଙ୍କର । ସେଥିରେ ସେ ସେମାନଙ୍କୁ କହିଲେ, ତେବେ କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ଵରଙ୍କର ଯାହା, ତାହା ଈଶ୍ଵରଙ୍କୁ ଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଉତ୍ତର ଦେଲେ, “ସମ୍ରାଟଙ୍କର”। ଯୀଶୁ ସେମାନଙ୍କୁ କହିଲେ, “ତେବେ ଯାହା ସମ୍ରାଟଙ୍କର, ତାହା ସମ୍ରାଟଙ୍କୁ ଦିଅ ଏବଂ ଯାହା ଈଶ୍ୱରଙ୍କର, ତାହ ଈଶ୍ୱରଙ୍କୁ ଦିଅ।”
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ କହିଲେ, “କାଇସରଙ୍କର।” ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ଯାହା କାଇସରଙ୍କର ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ୱରଙ୍କର, ତାହା ପରମେଶ୍ୱରଙ୍କୁ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, “ତେବେ କାଇସର ସମ୍ରାଟଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ କହିଲେ, କାଇସରଙ୍କର । ସେଥିରେ ସେ ସେମାନଙ୍କୁ କହିଲେ, ତେବେ କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ୱରଙ୍କର ଯାହା, ତାହା ଈଶ୍ୱରଙ୍କୁ ଦିଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ, “ಚಕ್ರವರ್ತಿಚೆ” ಮನುನ್ ಜಬಾಬ್ ದಿಲ್ಯಾನಿ. ತನ್ನಾ ಜೆಜುನ್ ತೆಂಕಾ,“ತಸೆಹೊಲ್ಯಾರ್, ಜೆ ಕಾಯ್ ಚಕ್ರವರ್ತಿಕ್ ಸಮಂದ್‍ ಪಡಲ್ಲೆ ಹಾಯ್, ತೆ ಚಕ್ರವರ್ತಿಕ್ ದಿವಾ, ಅನಿ ಜೆ ಕಾಯ್ ದೆವಾಕ್ ಸಮಂದ್‍ ಪಡಲ್ಲೆ ಹಾಯ್ ತೆ ದೆವಾಕ್ ದಿವಾ.” ಮಟ್ಲ್ಯಾನ್.