Matthew 22:23 — Compare Translations

7 translations compared side by side

Odia - 1840
"ସହେି ଦିନ କେତକେ ସାଦ୍ଦୁକୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୁକୀମାନେ ବିଶ୍ବାସ କରନ୍ତି, ଯେ ଲୋକେ ମୃତ୍ଯୁରୁ ପୁନର୍ଜୀବିତ ହୁଅନ୍ତି ନାହିଁ। ସାଦ୍ଦୁକୀମାନେ ଯୀଶୁଙ୍କୁ ଗୋଟିଏ ପ୍ରଶ୍ନ ପଚ଼ାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ନିକଟକୁ ଆସି ପଚାରିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେଦିନ ସାଦ୍ଦୁକୀ ଦଳର କେତେ ଜଣ ଯୀଶୁଙ୍କ ନିକଟକୁ ଆସିଲେ। ସାଦ୍ଦୁକୀମାନେ ବିଶ୍ୱାସ କରୁଥିଲେ ଯେ, ଆଉ ପୁନରୁତ୍ଥାନ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ସାଦ୍ଦୂକୀ ଯୀଶୁଙ୍କୁ ଫାନ୍ଦରେ ପକେଇବା ପାଇଁ ଚେଷ୍ଟା ସେହି ଦିନ କେତେକ ସାଦ୍ଦୂକୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି, ଯେ ଲୋକେ ମୃତ୍ୟୁରୁ ପୁନର୍ଜୀବିତ ହୁଅନ୍ତି ନାହିଁ। ସାଦ୍ଦୂକୀମାନେ ଯୀଶୁଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ,
Odia IRV 2017 (ଓଡିଆ ବାଇବେଲ)
ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾಚ್ ದಿಸಿ ಉಲ್ಲೆ ಸಾದುಸೆವ್ ಜೆಜುಕ್ಡೆ ಯೆಲೆ, ಅನಿ ಲೊಕಾ ಮರುನ್ ಮರ್‍ನಾತ್ನಾ ಝಿತ್ತಿ ಹೊವ್ನ್ ಉಟಿನಾತ್ ಮನುನ್ ಸಾಂಗುಕ್‍ಲಾಲೆ.