Matthew 22:24 — Compare Translations

7 translations compared side by side

Odia - 1840
"ସମାନେେ କହିଲେ, ହେ ଗୁରୁ, ମାଶାେ ଆମ୍ଭକୁ କହିଛନ୍ତି ଯଦି କୌଣସି ଲୋକ ସନ୍ତାନ ନଥାଇ ମରିଯାଏ, ତବେେ ତାର ଭାଇ ତାର ସ୍ତ୍ରୀକୁ ନିଶ୍ଚୟ ବିବାହ କରିବ, ଅତଏବ ନିଜ ମୃତ ଭାଇ ପାଇଁ ସମାନେେ ସନ୍ତାନ ଜନ୍ମ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଗୁରୁ, ମୋଶା କହିଅଛନ୍ତି ଯେ, ଯଦି କେହି ନିଃସନ୍ତାନ ହୋଇ ମରେ, ତେବେ ତାହାର ଭାଇ ତାହାର ଭାର୍ଯ୍ୟାକୁ ବିବାହ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଯୀଶୁଙ୍କୁ ପଚାରିଲେ, “ଗୁରୁ, ମୋଶା ବ୍ୟବସ୍ଥା କରି ଦେଇଛନ୍ତି ଯେ, ଯଦି ଜଣେ ଲୋକ ନିଃସନ୍ତାନ ହୋଇ ମରିଯାଏ, ତେବେ ତା’ ଭାଇ ତା’ ବିଧବା ପତ୍ନୀକୁ ବିବାହ କରିବ ଓ ସେମାନଙ୍କ ପିଲାମାନେ ସେହି ମୃତ ଲୋକର ସନ୍ତାନ ବୋଲି ବିବେଚିତ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଲେ, “ହେ ଗୁରୁ, ମୋଶା ଆମ୍ଭକୁ କହିଛନ୍ତି ଯଦି କୌଣସି ଲୋକ ସନ୍ତାନ ନ ଥାଇ ମରିଯାଏ, ତେବେ ତା’ର ଭାଇ ତା’ର ସ୍ତ୍ରୀକୁ ନିଶ୍ଚୟ ବିବାହ କରିବ, ଅତଏବ ନିଜ ମୃତ ଭାଇ ପାଇଁ ସେମାନେ ସନ୍ତାନ ଜନ୍ମ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଗୁରୁ, ମୋଶା କହିଅଛନ୍ତି ଯେ, ଯଦି କେହି ନିଃସନ୍ତାନ ହୋଇ ମରେ, ତେବେ ତାହାର ଭାଇ ତାହାର ଭାର୍ଯ୍ୟାକୁ ବିବାହ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।
Odia IRV 2017 (ଓଡିଆ ବାଇବେଲ)
ହେ ଗୁରୁ, ମୋଶା କହିଅଛନ୍ତି ଯେ, ଯଦି କେହି ନିଃସନ୍ତାନ ହୋଇ ମରେ, ତେବେ ତାହାର ଭାଇ ତାହାର ଭାର୍ଯ୍ୟାକୁ ବିବାହ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜೆಜುಕ್,“ಗುರುಜಿ, ಮೊಯ್ಜೆನ್ ಎಕ್ ಮಾನುಸ್ ಪೊರಾ ನಸ್ತಾನಾ ಮರ್ಲ್ಯಾರ್ ತೆಚ್ಯಾ ಭಾವಾನ್ ತೆಚ್ಯಾ ಬಾಯ್ಕೊಕ್ಡೆ ಲಗಿನ್ ಕರುನ್ ಘೆವ್ಚೆ. ಅನಿ ತೆಂಕಾ ಜಲಮಲ್ಲಿ ಪೊರಾ ತ್ಯಾ ಮರಲ್ಲ್ಯಾ ಮಾನ್ಸಾಚಿ ಪೊರಾ ಮನುನ್ ಲೆಕ್ಕ್, ಮನುನ್ ಸಾಂಗ್ಲ್ಯಾನಾಯ್.