Matthew 22:25 — Compare Translations
7 translations compared side by side
Odia - 1840
"ଆମ୍ଭ ଭିତ ରେ ସାତ ଭାଇ ଥିଲେ। ପ୍ରଥମ ଜଣକ ବିବାହ କରିଥିଲା। କିନ୍ତୁ ପରେ ମରିଗଲା। ତାର କୌଣସି ସନ୍ତାନ ନଥିଲେ। ତେଣୁ ତାର ଭାଇ ସହେି ସ୍ତ୍ରୀ ଲୋକଟିକୁ ବିବାହ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖନ୍ତୁ, ଆମ୍ଭମାନଙ୍କ ମଧ୍ୟରେ ସାତ ଭାଇ ଥିଲେ; ପ୍ରଥମଟି ବିବାହ କରି ମରିଗଲା, ପୁଣି ନିଃସନ୍ତାନ ଥିବାରୁ ଆପଣା ଭାଇ ପାଇଁ ନିଜ ଭାର୍ଯ୍ୟାକୁ ଛାଡ଼ିଗଲା;
Odia BSI (ପବିତ୍ର ବାଇବଲ (CL) NT (BSI))
ଗୋଟିଏ କଥା ଶୁଣନ୍ତୁ। ଆମର ଏଠାରେ ସାତଜଣ ଭାଇ ଥିଲେ। ଜ୍ୟେଷ୍ଠ ଭାଇ ନିଃସନ୍ତାନ ହୋଇ ମରିଯିବାରୁ ତା’ର ଦ୍ୱିତୀୟ ଭାଇ ଭ୍ରାତୃ ପତ୍ନୀକୁ ବିବାହ କଲା।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ଭିତରେ ସାତ ଭାଇ ଥିଲେ। ପ୍ରଥମ ଜଣକ ବିବାହ କରିଥିଲା। କିନ୍ତୁ ପରେ ମରିଗଲା। ତା’ର କୌଣସି ସନ୍ତାନ ନ ଥିଲେ। ତେଣୁ ତା’ର ଭାଇ ସେହି ସ୍ତ୍ରୀଲୋକଟିକୁ ବିବାହ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖନ୍ତୁ, ଆମ୍ଭମାନଙ୍କ ମଧ୍ୟରେ ସାତ ଭାଇ ଥିଲେ; ପ୍ରଥମଟି ବିବାହ କରି ମରିଗଲା, ପୁଣି, ନିଃସନ୍ତାନ ଥିବାରୁ ଆପଣା ଭାଇ ପାଇଁ ନିଜ ଭାର୍ଯ୍ୟାକୁ ଛାଡ଼ିଗଲା;
Odia IRV 2017 (ଓଡିଆ ବାଇବେଲ)
ଦେଖନ୍ତୁ, ଆମ୍ଭମାନଙ୍କ ମଧ୍ୟରେ ସାତ ଭାଇ ଥିଲେ; ପ୍ରଥମଟି ବିବାହ କରି ମରିଗଲା, ପୁଣି, ନିଃସନ୍ତାନ ଥିବାରୁ ଆପଣା ଭାଇ ପାଇଁ ନିଜ ଭାର୍ଯ୍ୟାକୁ ଛାଡ଼ିଗଲା;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಹೊಲ್ಯಾರ್, ಎಗ್ದಾ ಸಾತ್ ಜಾನಾ ಭಾವಾ ಹೊತ್ತಿ. ಥೊರ್ಲೊ ಭಾವ್ ಲಗಿನ್ ಹೊಲೊ ಅನಿ ಪೊರಾ ನಸ್ತಾನಾ ಮರ್ಲೊ. ಅಶೆ ತ್ಯಾ ಮರಲ್ಲ್ಯಾಚೊ ಭಾವ್ ತ್ಯಾ ಬಾಯ್ಕೊಮನ್ಸಿಕ್ಡೆ ಲಗಿನ್ ಹೊಲೊ.