Matthew 22:26 — Compare Translations
7 translations compared side by side
Odia - 1840
"ଦ୍ବିତୀୟ ଭାଇଟି ମଧ୍ଯ ମରିଗଲା। ଏହାପରେ ତୃତୀୟ ଭାଇ ଓ ଅନ୍ୟ ସବୁ ଭାଇଙ୍କର ସହେି ଅବସ୍ଥା ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ଵିତୀୟ, ତୃତୀୟ, ଆଦି ସପ୍ତମ ଜଣ ପର୍ଯ୍ୟନ୍ତ ମଧ୍ୟ ସେହି ପ୍ରକାର କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏହି ଦ୍ୱିତୀୟ, ତୃତୀୟ ଓ ପରିଶେଷରେ ସପ୍ତମ ଭାଇର ମଧ୍ୟ ଏକା ଦଶା ଘଟିଲା।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱିତୀୟ ଭାଇଟି ମଧ୍ୟ ମରିଗଲା। ଏହା ପରେ ତୃତୀୟ ଭାଇ ଓ ଅନ୍ୟ ସବୁ ଭାଇଙ୍କର ସେହି ଅବସ୍ଥା ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ୱିତୀୟ, ତୃତୀୟ ଆଦି ସପ୍ତମ ଜଣ ପର୍ଯ୍ୟନ୍ତ ମଧ୍ୟ ସେହି ପ୍ରକାର କଲେ।
Odia IRV 2017 (ଓଡିଆ ବାଇବେଲ)
ଦ୍ୱିତୀୟ, ତୃତୀୟ ଆଦି ସପ୍ତମ ଜଣ ପର୍ଯ୍ୟନ୍ତ ମଧ୍ୟ ସେହି ପ୍ରକାର କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೊನ್ವೆಚ್ಯಾಕ್ಬಿ ತಸೆಚ್ ಹೊಲೆ. ತಿನ್ವೆಚ್ಯಾಕ್ಬಿ, ಅಶೆ ಸಾತ್ ಭಾವಾಕ್ನಿಬಿ ತಸೆಚ್ ಹೊಲೆ.