Matthew 22:28 — Compare Translations

7 translations compared side by side

Odia - 1840
"କିନ୍ତୁ ସମସ୍ତ ସାତ ଭାଇ ତାହାକୁ ବିବାହ କରିଥିଲେ। ତବେେ କୁହନ୍ତୁ, ପୁନରୁତ୍ଥାନ ପରେ ସେ କାହାର ସ୍ତ୍ରୀ ହବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ପୁନରୁତ୍ଥାନରେ ସେହି ସାତ ଜଣଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସମସ୍ତେ ତ ତାହାକୁ ବିବାହ କରିଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ଦିନ ମୃତ ବ୍ୟକ୍ତିମାନଙ୍କର ପୁନରୁତ୍ଥାନ ହେବ, ଏହି ସ୍ତ୍ରୀ ଲୋକଟି କାହାର ପତ୍ନୀ ବୋଲି ବିବେଚିତ ହେବ? ସମସ୍ତେ ତ ତାକୁ ବିବାହ କରିଥିଲେ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସମସ୍ତ ସାତ ଭାଇ ତାହାକୁ ବିବାହ କରିଥିଲେ। ତେବେ କୁହନ୍ତୁ, ପୁନରୁ‌ତ୍‌ଥାନ ପରେ ସେ କାହାର ସ୍ତ୍ରୀ ହେବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ପୁନରୁତ୍ଥାନରେ ସେହି ସାତ ଜଣଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସମସ୍ତେ ତ ତାହାକୁ ବିବାହ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ପୁନରୁତ୍ଥାନରେ ସେହି ସାତ ଜଣଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସମସ୍ତେ ତ ତାହାକୁ ବିବାହ କରିଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸಾತ್ ಜಾನಾಬಿ ತಿಚೆಕ್ಡೆ ಲಗಿನ್ ಹೊಲ್ಲೆ ನ್ಹಯ್. ತರ್, ಮರಲ್ಲೆ ಝಿತ್ತೆ ಹೊವ್ನ್ ಉಟುನ್ ಯೆತಾನಾ, ತಿ ಬಾಯ್ಕೊಮನುಸ್ ಕೊನಾಚಿ ಬಾಯ್ಕೊ ಹೊತಾ?” ಮನುನ್ ಇಚಾರ್‍ಲ್ಯಾನಿ.