Matthew 22:29 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ଏ କଥା ତୁମ୍ଭେ ବୁଝିପାରୁନ। କାରଣ ଶାସ୍ତ୍ର କଣ କୁ ହେ ଜାଣ ନାହିଁ। ଏବଂ ପରମେଶ୍ବରଙ୍କ ଶକ୍ତି ବିଷୟ ରେ ତୁମ୍ଭମାନେେ କିଛି ଜାଣିନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଧର୍ମଶାସ୍ତ୍ର, ପୁଣି ଈଶ୍ଵରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କେଡ଼େ ଭ୍ରାନ୍ତ! ଶାସ୍ତ୍ର ବା ଈଶ୍ୱରଙ୍କ ଶକ୍ତି ବିଷୟରେ ତୁମ୍ଭମାନଙ୍କର ସଠିକ୍ ଧାରଣା ନ ଥିବାରୁ ଏକଥା ପଚାରୁଛ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ଏ କଥା ତୁମ୍ଭେ ବୁଝିପାରୁନ। କାରଣ ଶାସ୍ତ୍ର କ’ଣ କୁହେ ଜାଣ ନାହିଁ। ଏବଂ ପରମେଶ୍ୱରଙ୍କ ଶକ୍ତି ବିଷୟରେ ତୁମ୍ଭେମାନେ କିଛି ଜାଣି ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଧର୍ମଶାସ୍ତ୍ର ପୁଣି, ଈଶ୍ୱରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ,“ತುಮಿ ಕವ್ಡೆ ಚುಕ್ ಯವ್ಜುನ್ ಘೆವ್ನ್ ಹಾಸಿ! ಕಶ್ಯಾಕ್ ಮಟ್ಲ್ಯಾರ್ ಪವಿತ್ರ್ ಪುಸ್ತಕಾಚಿ ನಾಹೊಲ್ಯಾರ್ ದೆವಾಚ್ಯಾ ತಾಕ್ತಿಚ್ಯಾ ವಿಶಯಾತ್ ತುಮ್ಕಾ ಕಾಯ್ಬಿ ಗೊತ್ತ್ ನಾ.