Matthew 22:3 — Compare Translations

7 translations compared side by side

Odia - 1840
"ରାଜା କେତକେ ଲୋକଙ୍କୁ ବିବାହ ଭୋଜିକୁ ନିମନ୍ତ୍ରଣ କଲେ। ସବୁ ପ୍ରସ୍ତୁତ ହାଇେ ସାରିବା ପରେ ରାଜା ସହେି ଅତିଥିମାନଙ୍କୁ ଡ଼ାକିବାକୁ ଗ୍ଭକରମାନଙ୍କୁ ପଠାଇଲେ। କିନ୍ତୁ ସମାନେେ ରାଜାଙ୍କ ଭୋଜିକୁ ଆସିବାକୁ ମନା କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ଵାନ କରିବା ନିମନ୍ତେ ସେ ଆପଣା ଦାସମାନଙ୍କୁ ପ୍ରେରଣ କଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନିମନ୍ତ୍ରିତ ବ୍ୟକ୍ତିମାନଙ୍କୁ ଭୋଜିକୁ ଡ଼ାକି ଆଣିବା ପାଇଁ ସେ ଚାକରମାନଙ୍କୁ ପଠାଇଲେ। କିନ୍ତୁ ସେହି ବ୍ୟକ୍ତିମାନେ ଆସିବାକୁ ଚାହିଁଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା କେତେକ ଲୋକଙ୍କୁ ବିବାହ ଭୋଜିକୁ ନିମନ୍ତ୍ରଣ କଲେ। ସବୁ ପ୍ରସ୍ତୁତ ହୋଇ ସାରିବା ପରେ ରାଜା ସେହି ଅତିଥିମାନଙ୍କୁ ଡାକିବାକୁ ଗ୍ଭକରମାନଙ୍କୁ ପଠାଇଲେ। କିନ୍ତୁ ସେମାନେ ରାଜାଙ୍କ ଭୋଜିକୁ ଆସିବାକୁ ମନା କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮಾನಾ ಅಪ್ನಾಚ್ಯಾ ಸೈರ್‍ಯಾಕ್ನಿ ಲಗ್ನಾಚ್ಯಾ ಕಾರೆವಾಕ್ ಯೆವಾ ಮನುನ್ ಬಲ್ವುಕ್ ಅಪ್ನಾಚ್ಯಾ ಆಳಾಕ್ ಧಾಡುನ್ ದಿಲ್ಯಾನ್. ಖರೆ ತ್ಯಾ ಸೈರ್‍ಯಾಕ್ನಿ ತ್ಯಾ ಲಗ್ನಾಕ್ ಯೆವ್ಕ್ ಮನುಚ್ ನಾ.