Matthew 22:35 — Compare Translations
7 translations compared side by side
Odia - 1840
"ଜଣେ ଫାରୂଶୀ ମାଶାଙ୍କେ ବ୍ଯବସ୍ଥା ବିଷୟ ରେ ଦକ୍ଷ ଥିଲା। ସେ ଯୀଶୁଙ୍କୁ ପରୀକ୍ଷା ରେ ପକାଇବା ପାଇଁ ମନସ୍ଥ କରି ତାହାଙ୍କୁ ଗୋଟିଏ ପ୍ରଶ୍ନ ପଚ଼ାରିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନଙ୍କ ମଧ୍ୟରୁ ଜଣେ ବ୍ୟବସ୍ଥାଶାସ୍ତ୍ରଜ୍ଞ ତାହାଙ୍କୁ ପରୀକ୍ଷା କରି ପଚାରିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ସେମାନଙ୍କ ମଧ୍ୟରୁ ଜଣେ ଯୀଶୁଙ୍କୁ ଫାନ୍ଦରେ ପକାଇବା ପାଇଁ ଗୋଟିଏ ପ୍ରଶ୍ନ କଲା,
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଫାରୂଶୀ ମୋଶାଙ୍କ ବ୍ୟବସ୍ଥା ବିଷୟରେ ଦକ୍ଷ ଥିଲା। ସେ ଯୀଶୁଙ୍କୁ ପରୀକ୍ଷାରେ ପକାଇବା ପାଇଁ ମନସ୍ଥ କରି ତାହାଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନଙ୍କ ମଧ୍ୟରୁ ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ତାହାଙ୍କୁ ପରୀକ୍ଷା କରି ପଚାରିଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନଙ୍କ ମଧ୍ୟରୁ ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ତାହାଙ୍କୁ ପରୀକ୍ଷା କରି ପଚାରିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚ್ಯಾತ್ಲ್ಯಾ ಎಕ್ಲ್ಯಾ ಮೊಯ್ಜೆಚೆ ಖಾಯ್ದೆ ಶಿಕ್ವುತಲ್ಯಾನ್ ಜೆಜುಕ್ ಗೊಂದ್ಳುನ್ ಘಾಲುಸಾಟ್ನಿ ಮನುನ್ ಸವಾಲ್ ಇಚಾರುನ್ ಖಟ್ಪಟುನ್ ಬಗಟ್ಲ್ಯಾನ್.