Matthew 22:37 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ତୁମ୍ଭେ ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ଆତ୍ମା ଓ ସମ୍ପୂର୍ଣ୍ଣ ମନ ଦଇେ ପ୍ରଭୁ ତୁମ୍ଭର ପରମେଶ୍ବରଙ୍କୁ ପ୍ ରମେ କରିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାଙ୍କୁ କହିଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ଵରଙ୍କୁ ପ୍ରେମ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ତୁମ ପ୍ରଭୁ ଈଶ୍ୱରଙ୍କୁ ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ଆତ୍ମା ଓ ସମ୍ପୂର୍ଣ୍ଣ ମନ ଦେଇ ପ୍ରେମ ଭକ୍ତି କର।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ତୁମ୍ଭେ ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ଆତ୍ମା ଓ ସମ୍ପୂର୍ଣ୍ଣ ମନ ଦେଇ ପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ପ୍ରେମ କରିବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହାଙ୍କୁ କହିଲେ, “‘ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ବରଙ୍କୁ ପ୍ରେମ କର।’
Odia IRV 2017 (ଓଡିଆ ବାଇବେଲ)
ସେ ତାହାଙ୍କୁ କହିଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ୱରଙ୍କୁ ପ୍ରେମ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಕಾ, “ತುಜ್ಯಾ ಪುರಾ ಕಾಳ್ಜಾನ್, ತುಜ್ಯಾ ಪುರಾ ಜಿವಾನ್, ಅನಿ ತುಜ್ಯಾ ಪುರಾ ಮನಾನ್ ಸರ್ವೆಸ್ವರಾಚೊ, ತುಜ್ಯಾ ದೆವಾಚೊ ಪ್ರೆಮ್ ಕರ್.